ଭି-ମାର୍ଟର ଗଣେଶ ଚତୁର୍ଥୀ ଆକର୍ଷଣୀୟ ଅଫର

ଭୁବନେଶ୍ୱର,୨୩।୮: ଦେଶର ପ୍ରମୁଖ ଫ୍ୟାସନ ଓମିନି ରିଟେଲ କମ୍ପାନୀ ଭି-ମାର୍ଟ ପକ୍ଷରୁ ଚଳିତ ବର୍ଷର ଶ୍ରୀଗଣେଶ ଚତୁର୍ଥୀ ଉପଲକ୍ଷେ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ‘ଲଭ ଫର ଫ୍ୟାସନ ଏଭ୍ରି ଅକେଜନ’ ନାମରେ ଏକ ଅଭିଯାନର ମଧ୍ୟ ଶୁଭାରମ୍ଭ କରାଯାଇଛି। ସେହିଭଳି ଗଣେଶ ପୂଜାକୁ ଆଖି ଆଗରେ ରଖି ଷ୍ଟୋର ପକ୍ଷରୁ ସବୁ ବର୍ଗର ନୂତନ ଉତ୍ପାଦ ଓ ସାମଗ୍ରୀର ଉପଲବ୍ଧ ସାଙ୍ଗକୁ ଅଗଷ୍ଟ ୧୯ରୁ ୩୧ ପର୍ଯ୍ୟନ୍ତ ଏହି ଅଫର ଭି ମାର୍ଟର ସମସ୍ତ ଷ୍ଟୋରରେ ଉପଲବ୍ଧ ହେବ। ବିଶେଷ କରି ଓଡ଼ିଶା, ଆନ୍ଦ୍ର ପ୍ରଦେଶ, ତେଲଙ୍ଗାନା, କର୍ନାଟକ, ଗୋଆ ଏବଂ ପୁନେ ଭଳି ସହରରେ ଥିବା କମ୍ପାନୀର ଷ୍ଟୋରଗୁଡିକରେ ଏହି ଅଫର ଲାଗୁ ହେବ ବୋଲଇ ଭି -ମାର୍ଟ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଭି-ମାର୍ଟର ସିଓଓ ଭିନୀତ ଜୈନ କହିଛନ୍ତି, ଗଣେଶ ପୂଜାରୁ ପାର୍ବଣର ଋତୁର ଆରମ୍ଭ ହୋଇଥାଏ। ଚଳିତ ବର୍ଷର ପାର୍ବଣକୁ ମହାଆଡମ୍ବର ସହକାରେ ଏବେ ଠାରୁ ପାଳନ କରିବା ପାଇଁ କମ୍ପାନୀ ପକ୍ଷରୁ ଏଭଳି ଅଭିଯାନ ଓ ଅଫର ଗ୍ରାହକମାନଙ୍କ ପାଇଁ ଘୋଷଣା କରାଯାଇଛି। ଅପରପକ୍ଷରେ ଓଡ଼ିଶା, ଆନ୍ଦ୍ରପ୍ରଦେଶ ଓ କର୍ନାଟକ ଏବଂ ପୂର୍ବ ଭାରତରେ ଥିବା ଷ୍ଟୋରଗୁଡିକ ପାଇଁ ସ୍ବତନ୍ତ୍ର ଅଫର ଓ ସୁବିଧା ସାଙ୍ଗକୁ ଆକର୍ଷଣୀୟ ରହାତି ମଧ୍ୟ ଗ୍ରାହକଙ୍କୁ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri