ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୧୦୦୦ରୁ ଅଧିକ ପ୍ରକାର ନୂତନ ଟି-ଶାର୍ଟ ବର୍ଗମାଳା ପୁରୁଷ, ମହିଳା ଓ ଶିଶୁମାନଙ୍କ ପାଇଁ ଡିଜାଇନ କରାଯାଇଛି। ସେହିଭଳି ଆକର୍ଷଣୀୟ କଲର ଓ ଡିଜାଇନ ସାଙ୍ଗକୁ ମନଲୋଭା ସଂଗ୍ରହ ସବୁ ବର୍ଗର ଗ୍ରାହକଙ୍କୁ ଆକୃଷ୍ଟ କରିବ ବୋଲି ଭି-ମାର୍ଟ ପକ୍ଷରୁ ଆକଳନ କରାଯାଇଛି। ବିଶେଷକରି ଚଳିତ ଗ୍ରୀଷ୍ମଋତୁକୁ ଆଖି ଆଗରେ ରଖି ବ୍ରାଣ୍ଡ୍‌ ପକ୍ଷରୁ ଆକର୍ଷଣୀୟ ସମର କଲେକ୍ସନ ଦେଶର ସମସ୍ତ ଭି-ମାର୍ଟ ଏକ୍ସକ୍ଲୁସିଭ ଆଉଟଲେଟରେ ଉପଲବ୍ଧ ହେଉଛି। ଅପରପକ୍ଷରେ ସମର କଲେକ୍ସନର ସ୍ବତନ୍ତ୍ର ଟି-ଶାର୍ଟ ଉପରେ ଆକର୍ଷଣୀୟ ରିହାତି ଆକାରରେ ଗୋଟିଏ କ୍ରୟ ଉପରେ ଆଉ ଗୋଟିଏ ମାଗଣା ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ମିଶାଇଲ୍ ଆଟାକ୍ କଲା ଇରାନ, ତେହରାନ୍‌ ଆମେରିକା ସହ ଆଲୋଚନା ପାଇଁ ମନାକରିବାରୁ ପୁଣି ବଢ଼ିଲା ତେଲ ଦର

ତେହରାନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଆଲୋଚନା ଆରମ୍ଭ କରିବା ପାଇଁ ପ୍ରୟାସ ତୀବ୍ର ହୋଇଛି । ତଥାପି, ପରିସ୍ଥିତି ସ୍ୱାଭାବିକ…

ଇରାନ-ଆମେରିକା ଯୁଦ୍ଧରେ ପାକିସ୍ତାନର ମଧ୍ୟସ୍ଥତାକୁ ନେଇ ଖପ୍ପା ହେଲାଣି କଂଗ୍ରେସ

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଏଡାଇବା ପାଇଁ ଇରାନ ଏବଂ ଆମେରିକା ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଛନ୍ତି। ଆମେରିକାର ରାଷ୍ଟ୍ରପତି ଦାବି କରିଛନ୍ତି ଯେ ତିନୋଟି ଦେଶ ଏହି…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଦୂର ହେବ ଚିନ୍ତା! LPG-Petrol ନେଇ ଭାରତ ଆସୁଛି ଆଉ ୩ ଜାହାଜ, ପାର କଲା Strait of Hormuz

ନୂଆଦିଲ୍ଲୀ,୨୪।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ସଂଘର୍ଷ ଏବଂ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଯୋଗୁ ଦେଖାଦେଇଥିବା ରୋଷେଇ ଗ୍ୟାସର ଅଭାବ ପାଇଁ ଏବେ ଆଶ୍ୱସ୍ତି ଆଶା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!

କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି…

ମିଛ କହୁଥିଲେ ଟ୍ରମ୍ପ! ଇରାନର ଦୁଇ ଏନର୍ଜି ପ୍ଲାଣ୍ଟ ଉପରେ ଏୟାରଷ୍ଟ୍ରାଇକ…..

ନୂଆଦିଲ୍ଲୀ,୨୪।୩:ଗୋଟିଏ ପଟେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଂଘର୍ଷର ଅନ୍ତ ହେବାର ସଙ୍କେତ ଦେଉଛନ୍ତି । ଅନ୍ୟପଟେ, ଇରାନ ଆକ୍ରମଣ ସମ୍ପର୍କରେ ଏକ ବଡ଼ ଦାବି କରିଛି…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri