Posted inଖେଳ

ମାତ୍ର ୩ ଦିନରେ କୋଚ୍‌ ପଦବୀ ଛାଡ଼ିଲେ କିମ୍ବଦନ୍ତୀ କ୍ରିକେଟର

କଲମ୍ବୋ, ୨୨ା୨- ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଶ୍ରୀଲଙ୍କା ଦଳର ବୋଲିଂ କୋଚ୍‌ ପଦରେ ଚାମିଣ୍ଡା ଭାସଙ୍କୁ ନିଯୁକ୍ତ କରାଯାଇଥିଲା। ମାତ୍ର ୩ ଦିନରେ ସେ ଏହି ପଦବୀରୁ ଇସ୍ତଫା ଦେଇଛନ୍ତି। ଶ୍ରୀଲଙ୍କା ଦଳ ସହ ସେ ସପୋର୍ଟ ଷ୍ଟାଫ ଭାବେ ଓ୍ବେଷ୍ଟଇଣ୍ଡିଜ ଗସ୍ତ କରିପାରିବେ ନାହିଁ। ଏ ନେଇ ଶ୍ରୀଲଙ୍କା କ୍ରିକେଟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଓ୍ବେଷ୍ଟଇଣ୍ଡିଜ ଗସ୍ତ ଆରମ୍ଭ ହେବାର କିଛି ଘଣ୍ଟା ପୂର୍ବରୁ ଭାସ ଇସ୍ତଫା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ବୋଲିଂ କୋଚ୍‌ ଡେଭିଡ ସାକର ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେବା ପରେ ୩ ଦିନ ତଳେ ଭାସଙ୍କୁ ନିଯୁକ୍ତ କରାଯାଇଥିଲା। ତାଙ୍କ ନିକଟରେ କୋଚିଂ ଅଭିଜ୍ଞତା ରହିଛି। ପୂର୍ବରୁ ୨୦୧୩, ୨୦୧୫ ଓ ୨୦୧୭ରେ ଶ୍ରୀଲଙ୍କା ଦଳର ବୋଲିଂ କୋଚ୍‌ ଦାୟିତ୍ୱ ତୁଲାଇ ଥିଲେ। ଏସ୍‌ଏଲସି ଏକାଡେମୀରେ ଦ୍ରୁତ ବୋଲର ଓ ୧୯ ବର୍ଷରୁ କମ୍‌ ଜାତୀୟ ଦଳର କୋଚ୍‌ ପଦ ସମ୍ଭାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri