ସମ୍ଭାବ୍ୟ ବାତ୍ୟା ପାଇଁ ଛୁଟି ବାତିଲ

ବାଲେଶ୍ୱର,୨୫।୧୦(ବାଞ୍ଛାନିଧି ଦେ): ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ବରରେ ଛୁଟି ବାତିଲ କରାଯାଇଛି। ଜିଲାପାଳ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି । ପରିସ୍ଥିତି ନିଯନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ ହୋଇଛି। ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି।

ତାରିଖ ସନ୍ଧ୍ୟା ଅର୍ଥାତ୍‌ ମଙ୍ଗଳବାର ପରେ ଆନ୍ଧ୍ର କାକିନଡ଼ା ପାଖରେ ବାତ୍ୟା ଲ୍ୟାଣ୍ଡ୍‌ଫଲ କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ତେବେ ବାତ୍ୟା ‘ମୋନ୍ଥା’ ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ଭିତରେ କାକିନଡ଼ାରେ ଲ୍ୟାଣ୍ଡ୍‌ଫଲ କରିବ। ଭୀଷଣ ବାତ୍ୟାର ରୂପ ନେଇ ଅତିକ୍ରମ କରିବ। ଲ୍ୟାଣ୍ଡ୍‌ଫଲ ବେଳେ ପବନର ବେଗ ୯୦ରୁ ୧୦୦ କିମି ରହିବ ରହିବ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା କହିଛନ୍ତି।

ସେପଟେ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବିଭାଗୀୟ ଅଧିକାରୀଙ୍କ ସହ ଭିସିରେ ଜିଲାପାଳମାନେ ଉପସ୍ଥିତ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

ବାଣ୍ଟିଲେ ନାହିଁ, ବର୍ଷାପାଣିରେ ଭିଜିଲା ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ

କଣାସ,୮ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ୧ମ ଶ୍ରେଣୀରୁ ୮ମ ଶ୍ରେଣୀ ପିଲାଙ୍କ ପାଇଁ ମାଗଣାରେ ପାଠ୍ୟପୁସ୍ତକ, ପୋଷାକ ଆଦି ଯୋଗାଇ ଦେଉଥିବାବେଳେ ମଧ୍ୟାହ୍ନଭୋଜନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

ବିଜୟଙ୍କୁ ନେଇ ବଡ଼ ବୟାନ ଦେଲା କଂଗ୍ରେସ, ଜାତୀୟ ରାଜନୀତିରେ ହଇଚଇ

ଚେନ୍ନାଇ,୮।୫: ଶୁକ୍ରବାର ତାମିଲନାଡୁର ରାଜନୈତିକ ଘଟଣାକ୍ରମ ସମ୍ପର୍କରେ କଂଗ୍ରେସ ଦଳକୁ କଟାକ୍ଷ କରି ଭାରତୀୟ ଜନତା ପାର୍ଟି (ଭାଜପା)ର ସାଧାରଣ ସମ୍ପାଦକ (ସଂଗଠନ) ବି.ଏଲ. ସନ୍ତୋଷ ମନ୍ତବ୍ୟ…

ଶ୍ୱଶୁରଘର ପିଣ୍ଡାରେ ଝୁଲୁଛି ଜ୍ୱାଇଁଙ୍କ ମୃତଦେହ, ସ୍ତ୍ରୀ-ଝିଅଙ୍କୁ ନେବାକୁ ଆସି…

ବାସୁଦେବପୁର,୮ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପଞ୍ଚାୟତର ରାଉତ ସାହିରେ ଶ୍ୱଶୁର ଘର ପିଣ୍ଡାରେ ସନ୍ଦେହ ଜନକ ଅବସ୍ଥାରେ ଝୁଲୁଥିବାର ଦେଖିବାକୁ ମିଳିଛି। ସେ…

ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ…

ବିଜୟଙ୍କ ମୁଖ୍ୟମନ୍ତ୍ରୀ ହେବା ସ୍ବପ୍ନ ଚୂରମାର୍‌! ବଡ଼ ଚାଲ୍‌ ଖେଳିଲେ ଷ୍ଟାଲିନଙ୍କ ପୁଅ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତି ଏପରି ଏକ ମୋଡ଼ରେ ପହଞ୍ଚିଛି, ଯେଉଁଠାରେ ପ୍ରତି ଘଣ୍ଟାରେ କ୍ଷମତା ଗତିଶୀଳତା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। ଅଭିନେତାରୁ ରାଜନେତା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri