ପିଲାଙ୍କୁ ଟିକା, ମା-ବାପାଙ୍କ ମୋବାଇଲ୍‌ ନମ୍ବରରୁ କରିହେବ ପଞ୍ଜିକରଣ…

ନୂଆଦିଲ୍ଲୀ, ୩୦।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଙ୍କଟ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ଜାନୁୟାରୀ ୧ଠାରୁ କୋ-ଓ୍ବିନ୍‌ ପ୍ଲାଟର୍ଫମରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ ପଞ୍ଜିକରଣ ଆରମ୍ଭ ହେବ। ୨୦୦୭ ଏବଂ ଏହା ପୂର୍ବରୁ ଜନ୍ମ ଗ୍ରହଣ କରିଥିବା ପିଲାଙ୍କୁ ଭାରତ ବାୟୋଟେକ୍‌ ଦ୍ୱାରା ବିକଶିତ କରାଯାଇଥିବା କୋଭାକ୍ସିନ୍‌ ଟିକା ପ୍ରଦାନ କରାଯିବ। ପଞ୍ଜିକରଣ ପାଇଁ ଆଧାର କାର୍ଡର ଆବଶ୍ୟକତା ରହିଛି। ମାତ୍ର କେତେକ ପିଲାଙ୍କ ପାଖରେ ଆଧାର କାର୍ଡ ନାହିଁ। ତେଣୁ ସେଭଳି ପିଲାମାନଙ୍କ ପଞ୍ଜିକରଣ ସ୍କୁଲ ଆଇଡି କାର୍ଡ ଦ୍ୱାରା ମଧ୍ୟ କରାଯାଇପାରିବ। ସେହିପରି ପିଲାମାନେ ମା-ବାପାଙ୍କ ମୋବାଇଲ୍‌ ନମ୍ବରରୁ ପଞ୍ଜିକରଣ କରିପାରିବେ। ପଞ୍ଜିକରଣ ପାଇଁ ଦଶମ ଶ୍ରେଣୀ ମାର୍କସିଟ୍‌ ମଧ୍ୟ ପ୍ରଦାନ କରାଯାଇ ପାରିବ । ଏହା ଅନ୍ତର୍ଗତ ଦେଶର ପ୍ରାୟ ୧୦ କୋଟି ପିଲାଙ୍କୁ ଟିକା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri