ରାଜ୍ୟରେ ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ ଲୋକ ନେଲେଣି କରୋନା ଟିକା

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଟିକାକରଣ ଅଭିଯାନରେ ଶନିବାର ୨୮ ଲକ୍ଷ ୩୧ ହଜାର ୪୩୭ ଜଣ ଟିକା ନେଇସାରିଲେଣି। ଏହାକୁ ମିଶାଇ ରାଜ୍ୟର ଟିକାକରଣ ସଂଖ୍ୟା ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ରେ ପହଞ୍ଚିଛି। ଏ ପର୍ଯ୍ୟନ୍ତ ୨ କୋଟି ୬୩ ଲକ୍ଷ ୧୩ ହଜାର ୯୦୯ ଜଣ ପ୍ରଥମ ଡୋଜ୍‌ ଟିକା ନେଇଥିବା ବେଳେ ୧ କୋଟି ୨୫ ଲକ୍ଷ ୧୧ ହଜାର ୫୭୪ ଜଣ ଦିତୀୟ ଡୋଜ୍‌ ଟିକା ନେଇଛନ୍ତି।

ଅନ୍ୟପକ୍ଷରେ ଏପର୍ଯ୍ୟନ୍ତ ୧ କୋଟି ୯୪ ଲକ୍ଷ ୯୦ ହଜାର ୧୪୩ ଜଣ ପୁରୁଷ ଓ ୧ କୋଟି ୯୩ ଲକ୍ଷ ୨୬ ହଜାର ୨୬୭ ଜଣ ମହିଳା ଏହି ଟିକା ନେଇଛନ୍ତି। ଏମାନଙ୍କ ମଧ୍ୟରୁ ୩ କୋଟି ୪୧ ଲକ୍ଷ ୩ ହଜାର ୯୦୧ ଜଣ କୋଭିଶିଲ୍ଡ ଏବଂ ୪୭ ଲକ୍ଷ ୧୫ ହଜାର ୬୯୪ ଜଣ କୋଭାକ୍ସିନ ଟିକା ନେଇଛନ୍ତି। ସେହିପରି ୧୮ରୁ ୪୪ ବୟସ ବର୍ଗରେ ୨ କୋଟି ୧୩ ଲକ୍ଷ ୯୩ ହଜାର ୧୬୯ ଜଣ, ୪୫ରୁ ୬୦ ବୟସ ବର୍ଗରେ ୧ କୋଟି ୬ ଲକ୍ଷ ୩୫ ହଜାର ୮୪୪ ଓ ୬୦ରୁ ଉଦ୍ଧର୍‌ବ ବୟସର ୬୭ ଲକ୍ଷ ୯୬ ହଜାର ୪୭୦ ଜଣ ଟିକା ନେଇଛନ୍ତି।

ଗଞ୍ଜାମ ଜିଲାରେ ସର୍ବାଧିକ ୨୨ ଲକ୍ଷ ୩୮ ହଜାର ୭୦୦ ଜଣ ପ୍ରଥମ ଡୋଜ୍‌ ନେଇଥିବା ବେଳେ ୧୭ ଲକ୍ଷ ୯୦ ହଜାର ୬୯୧ ଜଣ ଦିତୀୟ ଡୋଜ୍‌ ଟିକା ନେଇଛନ୍ତି। ସେହିପରି ଦେବଗଡ଼ରେ ସର୍ବନିମ୍ନ ୨ ଲକ୍ଷ ୨୫ ହଜାର ୫୧୬ ଜଣ ପ୍ରଥମ ଓ ୬୯ ହଜାର ୨୦୩ ଜଣ ଦିତୀୟ ଡୋଜ୍‌ ଟିକା ନେଇସାରିଲେଣି ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଳ ହେବନାହିଁ ଟ୍ରାଫିକ୍‌ ଜରିମାନା: ମନ୍ତ୍ରୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଆଉ କୋହଳ ହେବନାହିଁ ଟ୍ରାଫିକ୍‌ ଜରିମାନା। ଏବେ ଲୋକମାନେ ସଚେତନ ହେବା ଆରମ୍ଭ କଲେଣି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ତେବେ...

ଜ୍ବାଇଁଙ୍କୁ ପରଷାଗଲା ୭୫ ପ୍ରକାର ଖାଦ୍ୟ

ଗୋପ,୨୨।୧୨(ଡି.ଏନ୍‌.ଏ.): କଥାରେ ଅଛି ଓଡ଼ିଆ ଘରେ ଜ୍ବାଇଁର ସମ୍ମାନ ସବୁଠାରୁ ଉଚ୍ଚରେ। ଜ୍ବାଇଁ ଯେବେ ଘରକୁ ଅତିଥି ଭାବରେ ଆସିଥାଏ ସେତେବେଳେ ଶ୍ୱଶୁର ଘର ପକ୍ଷରୁ...

କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଂଗ୍ରେସ ଭବନରେ ମଙ୍ଗଳବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ନୂତନ ଯୁବ କଂଗ୍ରେସ ସଭାପତି ସ୍ମୃତି ଲେଙ୍କାଙ୍କ ନିଯୁକ୍ତିକୁ ନେଇ ଦୁଇ...

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ସୁଦର୍ଶନ ଓ ଦୂତୀ: ଛାତ୍ରୀଛାତ୍ରଙ୍କୁ କହିଲେ ନିଜ ସଂଘର୍ଷ କାହାଣୀ

ପୁରୀ ଅଫିସ, ୨୫।୮: ନିଜ ନିଜ କ୍ଷେତ୍ରରେ ବେଶ୍‌ ସଫଳତା ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବ ପାଲଟିଥିବା ୨ ଓଡ଼ିଆ ଅନ୍ତର୍ଜାତୀୟ...

ବନ୍ୟାରେ ୯ ଜିଲାର ୧ଲକ୍ଷ ୩୦ ହଜାର ପ୍ରଭାବିତ

ଭୁବନେଶ୍ୱର,୯।୮(ବ୍ୟୁରୋ) : ବନ୍ୟା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ତଥ୍ୟ ମୁତାବକ ୯ଟି ଜିଲା ସର୍ବାଧିକ କ୍ଷତିଗସ୍ତ ହୋଇଛି। ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି,...

ମର୍ନିଂଓ୍ବାକ୍‌ ବେଳେ ଜଣଙ୍କୁ ଗୋଡ଼େଇ ଗୋଡ଼େଇ ମାରିଲା ହାତୀ

କଣିହାଁ,୨୨ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ତାଳଚେର ରେଞ୍ଜ କଣିହାଁ ବ୍ଲକ ହରିହରପୁର ପଞ୍ଚାୟତ ଏକଘରିଆ ଗ୍ରାମ ନିକଟରେ ତାଳଚେର ପାଳଲହଡ଼ା ମୁଖ୍ୟ ରାସ୍ତାରେ ଶୁକ୍ରବାର ମର୍ନିଂ ଓ୍ବାକ୍‌...

ନଭେମ୍ବରରେ ଦ୍ୱିତୀୟ କିସ୍ତି କାଳିଆ ଟଙ୍କା ମିଳିବା ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ‘କାଳିଆ ଯୋଜନା’ର ଦ୍ୱିତୀୟ କିସ୍ତି ଟଙ୍କା ନଭେମ୍ବରରେ ପ୍ରଦାନ କରାଯିବ। ଏନେଇ ଘୋଷଣା କରାଯିବା ପରେ ଉଭୟ ଭାଜପା ଏବଂ କଂଗ୍ରେସ ନେତାମାନେ...

ରାଜ୍ୟରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼, କଟକରୁ ସର୍ବାଧିକ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ଶନିବାର ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୭ ଜଣ ଲୋକାଲ...

Advertisement
Archives

Model This Week