ରାଜ୍ୟରେ ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ ଲୋକ ନେଲେଣି କରୋନା ଟିକା

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଟିକାକରଣ ଅଭିଯାନରେ ଶନିବାର ୨୮ ଲକ୍ଷ ୩୧ ହଜାର ୪୩୭ ଜଣ ଟିକା ନେଇସାରିଲେଣି। ଏହାକୁ ମିଶାଇ ରାଜ୍ୟର ଟିକାକରଣ ସଂଖ୍ୟା ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ରେ ପହଞ୍ଚିଛି। ଏ ପର୍ଯ୍ୟନ୍ତ ୨ କୋଟି ୬୩ ଲକ୍ଷ ୧୩ ହଜାର ୯୦୯ ଜଣ ପ୍ରଥମ ଡୋଜ୍‌ ଟିକା ନେଇଥିବା ବେଳେ ୧ କୋଟି ୨୫ ଲକ୍ଷ ୧୧ ହଜାର ୫୭୪ ଜଣ ଦିତୀୟ ଡୋଜ୍‌ ଟିକା ନେଇଛନ୍ତି।

ଅନ୍ୟପକ୍ଷରେ ଏପର୍ଯ୍ୟନ୍ତ ୧ କୋଟି ୯୪ ଲକ୍ଷ ୯୦ ହଜାର ୧୪୩ ଜଣ ପୁରୁଷ ଓ ୧ କୋଟି ୯୩ ଲକ୍ଷ ୨୬ ହଜାର ୨୬୭ ଜଣ ମହିଳା ଏହି ଟିକା ନେଇଛନ୍ତି। ଏମାନଙ୍କ ମଧ୍ୟରୁ ୩ କୋଟି ୪୧ ଲକ୍ଷ ୩ ହଜାର ୯୦୧ ଜଣ କୋଭିଶିଲ୍ଡ ଏବଂ ୪୭ ଲକ୍ଷ ୧୫ ହଜାର ୬୯୪ ଜଣ କୋଭାକ୍ସିନ ଟିକା ନେଇଛନ୍ତି। ସେହିପରି ୧୮ରୁ ୪୪ ବୟସ ବର୍ଗରେ ୨ କୋଟି ୧୩ ଲକ୍ଷ ୯୩ ହଜାର ୧୬୯ ଜଣ, ୪୫ରୁ ୬୦ ବୟସ ବର୍ଗରେ ୧ କୋଟି ୬ ଲକ୍ଷ ୩୫ ହଜାର ୮୪୪ ଓ ୬୦ରୁ ଉଦ୍ଧର୍‌ବ ବୟସର ୬୭ ଲକ୍ଷ ୯୬ ହଜାର ୪୭୦ ଜଣ ଟିକା ନେଇଛନ୍ତି।

ଗଞ୍ଜାମ ଜିଲାରେ ସର୍ବାଧିକ ୨୨ ଲକ୍ଷ ୩୮ ହଜାର ୭୦୦ ଜଣ ପ୍ରଥମ ଡୋଜ୍‌ ନେଇଥିବା ବେଳେ ୧୭ ଲକ୍ଷ ୯୦ ହଜାର ୬୯୧ ଜଣ ଦିତୀୟ ଡୋଜ୍‌ ଟିକା ନେଇଛନ୍ତି। ସେହିପରି ଦେବଗଡ଼ରେ ସର୍ବନିମ୍ନ ୨ ଲକ୍ଷ ୨୫ ହଜାର ୫୧୬ ଜଣ ପ୍ରଥମ ଓ ୬୯ ହଜାର ୨୦୩ ଜଣ ଦିତୀୟ ଡୋଜ୍‌ ଟିକା ନେଇସାରିଲେଣି ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri