କର୍ଲାମୁଣ୍ଡାରେ ଟିକାକରଣ ଆରମ୍ଭ: ପ୍ରଥମ ଦିନରେ ନେଲେ ୫୩ ସ୍ବାସ୍ଥ୍ୟକର୍ମୀ

କର୍ଲାମୁଣ୍ଡା,୨୧।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର ସଭାଗୃହଠାରେ କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟକ୍ରମ ଗୁରୁବାର ଆରମ୍ଭ ହୋଇଯାଇଛି। ଏଥିରେ ଚିକିତ୍ସାଧିକାରୀ ଡଃ ସୌମ୍ୟରଞ୍ଜନ ପାତ୍ର, ଡଃ ଅଖିଳେଶ ସାମଲ, ଶିଖିଧ୍ୱଜ ପଟେଲ, ଜନସ୍ବାସ୍ଥ୍ୟ ଅଧିକାରୀ କିଶୋର ଚନ୍ଦ୍ର ଦାସ, ବିପିଏମ ଅଜିତ କୁମାର ସିଂ ପ୍ରମୁଖ ଯୋଗଦେଇ ଟିକାକରଣର ବିଭିନ୍ନ ପର୍ଯ୍ୟାୟ ଉପରେ ଆଲୋଚନା କରିଥିଲେ। ପ୍ରଥମ ଦିବସରେ ୫୩ ଜଣ ସ୍ବାସ୍ଥ୍ୟକର୍ମୀ, ଅଙ୍ଗନବାଡ଼ି, ଆଶାକର୍ମୀ, ସୁପରଭାଇଜର ଟିକାକରଣରେ ସାମିଲ କରାଯାଇଥିବା ବେଳେ ଚଳିତ ମାସ ୨୩ ଓ ୨୫ ତାରିଖରେ ମଧ୍ୟ ଟିକାକରଣ କାର୍ଯ୍ୟକ୍ରମ ଥିବା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅନ୍ୟମାନଙ୍କ ମଧ୍ୟରେ ବିମଳ ଚନ୍ଦ୍ର ସାହୁ, ଦୁତିଆନ ରଣା, ରୀତାଞ୍ଜଳି ଶବର, ସୀପା ଦୀପ୍‌, ରୋଜାଲିନ୍‌ ବାଗ, ମାଧୁରୀ ବାଗ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri