ଟିକାକରଣ ପ୍ରମାଣପତ୍ରରେ ପୁଣି ରହିବ ପ୍ରଧାନମନ୍ତ୍ରୀଙ୍କ ଫଟୋ…

ନୂଆଦିଲ୍ଲୀ, ୨୬।୩ : ଉତ୍ତରପ୍ରଦେଶ ସମେତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ସମାପ୍ତ ହେବା ସହିତ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ପୁଣି କରୋନା ଟିକାକରଣ ପ୍ରମାଣପତ୍ରରେ ରଖିବାକୁ ଯୋଜନା କରୁଛନ୍ତି। ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏବଂ ଆଦର୍ଶ ଆଚରଣ ବିଧି କାର୍ଯ୍ୟକାରୀ ହେବା ଯୋଗୁ ଜାନୁଆରୀ ୮ ରେ ଉତ୍ତରପ୍ରଦେଶ, ଗୋଆ, ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ମଣିପୁରର ଟିକାକରଣ ପ୍ରମାଣପତ୍ରରୁ ମୋଦିଙ୍କ ଫଟୋ ହଟାଯାଇଥିଲା।

ଏକ ସରକାରୀ ସୂତ୍ରରୁ ପ୍ରକାଶ ଯେ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ ଏହି ରାଜ୍ୟଗୁଡିକରେ କରୋନା ଟିକାକରଣ ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଛାପିବା ଆରମ୍ଭ କରିବାକୁ କହିଛନ୍ତି। ଏନେଇ କୋ-ଓ୍ବିନ୍‌ ପ୍ଲାଟଫର୍ମରେ ଆବଶ୍ୟକ ପରିବର୍ତ୍ତନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri