ଟିକାକରଣ ପ୍ରମାଣପତ୍ରରେ ପୁଣି ରହିବ ପ୍ରଧାନମନ୍ତ୍ରୀଙ୍କ ଫଟୋ…

ନୂଆଦିଲ୍ଲୀ, ୨୬।୩ : ଉତ୍ତରପ୍ରଦେଶ ସମେତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ସମାପ୍ତ ହେବା ସହିତ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ପୁଣି କରୋନା ଟିକାକରଣ ପ୍ରମାଣପତ୍ରରେ ରଖିବାକୁ ଯୋଜନା କରୁଛନ୍ତି। ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏବଂ ଆଦର୍ଶ ଆଚରଣ ବିଧି କାର୍ଯ୍ୟକାରୀ ହେବା ଯୋଗୁ ଜାନୁଆରୀ ୮ ରେ ଉତ୍ତରପ୍ରଦେଶ, ଗୋଆ, ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ମଣିପୁରର ଟିକାକରଣ ପ୍ରମାଣପତ୍ରରୁ ମୋଦିଙ୍କ ଫଟୋ ହଟାଯାଇଥିଲା।

ଏକ ସରକାରୀ ସୂତ୍ରରୁ ପ୍ରକାଶ ଯେ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ ଏହି ରାଜ୍ୟଗୁଡିକରେ କରୋନା ଟିକାକରଣ ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଛାପିବା ଆରମ୍ଭ କରିବାକୁ କହିଛନ୍ତି। ଏନେଇ କୋ-ଓ୍ବିନ୍‌ ପ୍ଲାଟଫର୍ମରେ ଆବଶ୍ୟକ ପରିବର୍ତ୍ତନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କୁ ମିଳିବ ମାଗଣା କରୋନା ଟିକା: ମମତା

କୋଲକାତା,୧୦ ।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଆବଶ୍ୟକ ଥିବା ସମସ୍ତ...

ସାଇବର ଠକଙ୍କୁ ଚାକିରି ଦେବେ ସୋନୁ ସୁଦ୍‌

ନୂଆଦିଲ୍ଲୀ, ୭ା୪ : ନିରୀହ ଲୋକଙ୍କୁ ଠକିବା ବଦଳରେ ମୋ ପାଖକୁ ଆସ। ମୁଁ ତୁମକୁ ସମ୍ମାନଜନକ ଚାକିରି ଦେବି। ଟଙ୍କା ପାଇଁ ଲୋକଙ୍କୁ ଠକିବା...

ବାପାଙ୍କ ହତ୍ୟାର ପ୍ରତିଶୋଧ ନେଲା ପୁଅ

ଭଦୋହି (ଉତ୍ତରପ୍ରଦେଶ),୨୭।୭: ଜଣେ ଯୁବକ ତାଙ୍କ ବାପାଙ୍କ ହତ୍ୟାକାରୀଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶର ସୁରଓ୍ବାୟାନ ଅଞ୍ଚଳର ମଧୁପୁର ଗାଁରେ। ମୁଖ୍ୟ ଅଭିଯୁକ୍ତ...

ନେତାଜୀଙ୍କ ଜନ୍ମଦିନ ପରାକ୍ରମ ଦିବସ ଭାବେ ହେବ ପାଳିତ

ନୂଆଦିଲ୍ଲୀ,୧୯।୧: ନେତାଜୀ ସୁଭାଷ ବୋଷଙ୍କ ଜନ୍ମଦିନକୁ ପରାକ୍ରମ ଦିବସ ଭାବେ ପାଳନ କରାଯିବ। ଏନେଇ ସଂସ୍କୃତି ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ନେତାଜୀଙ୍କ ୧୨୫...

ଇଭିଏମ୍‌ ଚୋରି ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ଇସି

ଲକ୍ଷ୍ନୌ,୯।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଭୋଟ ଗଣତିର ୪୮ ଘଣ୍ଟା ପୂର୍ବରୁ ଇଲେକ୍‌ଟ୍ରୋନିକ୍‌ ଭୋଟିଂ ମେସିନ୍ସ (ଇଭିଏମ୍‌) ଚୋରି ଘଟଣାରେ ସମ୍ପୃକ୍ତ ବରିଷ୍ଠ ଅଧିକାରୀଙ୍କୁ ସସ୍‌ପେଣ୍ଡ...

ଚିତ୍ରା ରାମକ୍ରିଷ୍ଣାଙ୍କ ହାଜତ ମିଆଦ ବଢ଼ିଲା

ନୂଆଦିଲ୍ଲୀ,୨୯।୩: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) କୋ-ଲୋକେଶନ ମାମଲାରେ ସମ୍ପୃକ୍ତ ଏହାର ପୂର୍ବତନ ପରିଚାଳନା ନିର୍ଦ୍ଦେଶିକା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଚିତ୍ରା ରାମକ୍ରିଷ୍ଣାଙ୍କ ବିଚାର...

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୮ କୁ ବୃଦ୍ଧି...

ସୁପ୍ରିମକୋର୍ଟରେ ଟିକ୍‌ଟକ୍‌ କମ୍ପାନୀ ପକ୍ଷରୁ ଓକିଲାତି କରିବାକୁ ମନାକଲେ ପୂର୍ବତନ ଆଟର୍ନି ଜେନେରାଲ

ନୂଆଦିଲ୍ଲୀ,୧।୭: ଲଦାଖ ଏଲଏସିରେ ଭାରତ ଓ ଚାଇନା ମଧ୍ୟରେ ଲାଗିରହିଥିବା ସୀମା ବିବାଦକୁ ନେଇ ଦେଶର ଜନତାଙ୍କ ଭିତରେ ଆକ୍ରୋଶ ଦେଖିବାକୁ ମିଳିଛି। ଚାଇନାକୁ କଡ଼ା...

Advertisement
Archives

Model This Week