Posted inଫୁରସତ

ଟିକା ନେଲେ ମିଳିବ ମାଗଣା ମଦ!

ନୂଆଦିଲ୍ଲୀ,୯।୪: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ସଂକ୍ରମଣର ଆଶଙ୍କା ବଢାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ଟିକାକରଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଅନେକ ଦେଶରେ ସରକାରୀ ଏବଂ ବେସରକାରୀ କମ୍ପାନୀଗୁଡିକ ଟିକାକରଣ ପାଇଁ ଲୋକଙ୍କୁ ଉତ୍ସାହିତ କରିବାକୁ ବିଭିନ୍ନ ଆକର୍ଷଣୀୟ ଅଫର ପ୍ରଦାନ କରୁଛନ୍ତି। ରେଷ୍ଟୁରାଣ୍ଟ ଗୁଡିକରେ ମାଗଣା ଖାଦ୍ୟ ଠାରୁ ଆରମ୍ଭ କରି ବିୟର ପାର୍ଲରରେ ମାଗଣା ବିୟର ଏବଂ ବାରରେ ଶସ୍ତା ମଦ ପର୍ଯ୍ୟନ୍ତ ଅଫର୍‌ ଅନ୍ତର୍ଭୁକ୍ତ। ଲୋକପ୍ରିୟ କ୍ୟାବ ସେବା କମ୍ପାନୀ ଉବର ଏକ ବଡ ଘୋଷଣା କରିଛି। ଦିଲ୍ଲୀରେ ୧.୫ କୋଟି ଟଙ୍କା ପର୍ଯ୍ୟନ୍ତ ମାଗଣା ଯାତ୍ରା ଘୋଷଣା କରିଛି କମ୍ପାନୀ। ଏହା ସହିତ ଲୋକମାନେ ଟିକାକରଣ ପାଇଁ ମାଗଣାରେ କ୍ୟାବରେ ଯିବା ଆସିବା କରିପାରିବେ। ଆମେରିକାର ଓହିଓର ମାର୍କେଟ ଗାର୍ଡେନ ବ୍ରୁରି ପ୍ରଥମ ଟିକା ଲଗାଉଥିବା ଲୋକଙ୍କୁ ପାଞ୍ଚଥର ମାଗଣାରେ ବିୟର ପିଇବାକୁ ଅଫର୍‌ ଦେଇଛି। ସେହିପରି ଚାଇନାରେ ସରକାର ଏବଂ କମ୍ପାନୀମାନେ ଟିକା ନେବାକୁ ଉତ୍ସାହିତ ପାଇଁ ଅନେକ ପ୍ରକାରର ଅଫର ଦେଉଛନ୍ତି। ଏଥି ସହିତ ହେନାନ ପ୍ରଦେଶର ଏକ ସହରରେ ସ୍ଥାନୀୟ ସରକାର କର୍ମଚାରୀଙ୍କୁ ଚାକିରିରୁ ବାହାର କରିଦେବାକୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri