ଆଜି ସବୁ ଜିଲାରେ ଟିକାକରଣ

ଭୁବନେଶ୍ୱର, ୧୧।୫(ବ୍ୟୁରୋ):ରାଜ୍ୟରେ ପୁଣି ଟିକାକରଣ ଆରମ୍ଭ ହୋଇଛି। ପୂର୍ବରୁ ଦୈନିକ ପ୍ରାୟ ୨ଲକ୍ଷ ଟିକା ଦିଆଯାଉଥିବାବେଳେ ଏହାର ଅଭାବ ଯୋଗୁ ଏଥିରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ଫଳରେ ରାଜ୍ୟରେ ଦୈନିକ ଟିକାକରଣ ୨୦ହଜାର ତଳକୁ ଖସିଯାଇଥିଲା। ପ୍ରତିଦିନ ବିଭିନ୍ନ ଜିଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଉଥିଲା। କିନ୍ତୁ ସୋମବାର ପୁଣି ପୂର୍ବ ପରି ଏହାର ଆରମ୍ଭ ହୋଇଛି। ସେହିପରି ମଙ୍ଗଳବାର ସମସ୍ତ ଜିଲାରେ ଟିକାକରଣ ହେବ। ମୋଟ ୫୪୯ ସେଣ୍ଟର୍‌ରେ ଟିକା ଦିଆଯିବ। ସୋମବାର ରାଜ୍ୟରେ ୧,୩୨,୪୨୯ଜଣ ଟିକା ନେଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିମଧ୍ୟରେ ସର୍ବାଧିକ ୧,୧୫,୨୬୪ ଜଣ ୪୫ବର୍ଷ ଓ ଊର୍ଦ୍ଧ୍ୱ ବୟସ୍କ ହିତାଧିକାରୀ ଦ୍ୱିତୀୟ ଡୋଜ୍‌ ନେଇଛନ୍ତି। ଏବେ ମୋଟ ଟିକାକରଣ ୬୨,୮୪,୬୪୪ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri