୨୨ ଜିଲାରେ ହେବ ୧୮ରୁ ୪୪ବର୍ଗଙ୍କ ଟିକାକରଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଛି। ଏଥିରେ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯାଉଛି। ତେବେ ଏହା କେବଳ ମେ’ ମାସରେ ଆରମ୍ଭ ହୋଇଥିଲେ ବି ମାତ୍ର ୫ଟି ମହାନଗର ନିଗମ ଓ ୬ ଜିଲା ସଦର ମହକୁମା ପୌରାଞ୍ଚଳ ଓ ଏନ୍‌ଏସିରେ ଟିକାକରଣ ଚାଲିଥିଲା। ଏବେ ଏହା ଅଧିକ ଜିଲାକୁ ସମ୍ପ୍ରସାରିତ କରାଯାଇଛି। ଆଉ ୨୨ଟି ଜିଲା ସଦର ମହକୁମା ପୌରାଞ୍ଚଳ ଓ ଏନ୍‌ଏସିକୁ ସମ୍ପ୍ରସାରିତ କରାଯାଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ, ଜିଲା ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ଚଳିତ ମାସରେ ରାଜ୍ୟକୁ ୬,୪୫,୭୯୦ ଡୋଜ୍‌ କୋଭିଶିଲ୍ଡ ଟିକା ଆସୁଛି। ପ୍ରଥମ ଡୋଜ୍‌ ପାଇଁ ଜିଲାଗୁଡ଼ିକୁ ନିଜ ନିଜର ଆବଶ୍ୟକତା ଅନୁସାରେ ଏହି ଟିକା ବଣ୍ଟନ କରାଯିବ। ଫଳରେ ୧୮ରୁ ୪୪ ବର୍ଷ ବୟସ ବର୍ଗର ଲୋକଙ୍କୁ ଟିକା ଦେବା ସହଜ ହେବ ବୋଲି ଚିଠିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri