୨୧ରୁ ରାଜଧାନୀରେ ଗର୍ଭବତୀଙ୍କୁ ଟିକା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜଧାନୀରେ ଗର୍ଭବତୀଙ୍କ ପାଇଁ ଜୁଲାଇ ୨୧ରୁ ଟିକାକରଣ ଆରମ୍ଭ କରାଯିବ। ସେମାନଙ୍କୁ କୋଭାକ୍ସିନ ଟିକା ଦିଆଯିବା ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

କ୍ୟାପିଟାଲ ହସ୍ପିଟାଲ ସମେତ ଭୁବନେଶ୍ୱରରେ ଥିବା ସମସ୍ତ ୟୁପିଏଚ୍‌ସି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗର୍ଭବତୀମାନଙ୍କୁ ଟିକା ଦିଆଯିବ। ସପ୍ତାହରେ ଦୁଇ ଦିନ ଅର୍ଥାତ୍‌ ବୁଧବାର ଓ ଶନିବାର ଏହି ଟିକା ଦିଆଯିବ। ଗର୍ଭବତୀମାନେ ଆବଶ୍ୟକ ପ୍ରମାଣପତ୍ର ଦେଖାଇ ଟିକା ନେଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଯୁଦ୍ଧ ଲାଗି ୟୁକ୍ରେନରୁ ଅଧାରୁ ପାଠପଢ଼ା ଛାଡ଼ି ଭାରତ ଫେରି ଆସିଥିବା ଡାକ୍ତରୀ ଛାତ୍ରୀଛାତ୍ରଙ୍କ କ୍ୟାରିୟର ପାଇଁ ଚିନ୍ତା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ...

ଏସ୍‌ପି, ଡିଆଇଜିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନା ମୁକାବିଲାରେ ଆଗ ଧାଡ଼ିର ଯୋଦ୍ଧା ଭାବେ କାମ କରୁଛନ୍ତି ପୋଲିସ କର୍ମଚାରୀ। ଲକ୍‌ଡାଉନ୍‌ର ପଞ୍ଚମ ପର୍ଯ୍ୟାୟରେ କିଛି ପୋଲିସ ସଂକ୍ରମିତ ହେଉଥିବା ନଜରକୁ...

ରେଲଓ୍ବେ ପକ୍ଷରୁ ସ୍ବତନ୍ତ୍ର ତୀର୍ଥଯାତ୍ରା ପ୍ୟାକେଜ: ସବୁ ଶନିବାର ଭୁବନେଶ୍ୱରରୁ ତିରୁମାଲା

ଭୁବନେଶ୍ୱର, ୩।୯(ବ୍ୟୁରୋ): ଓ୍ବିକେଣ୍ଡକୁ ଧାର୍ମିକ ପରିବେଶରେ କାଟିବାକୁ ଚାହୁଁଥିବା ଲୋକମାନଙ୍କ ପାଇଁ ଆଇଆରସିଟିସି ଆଣିଛି ତିରୁମାଲା ସ୍ବତନ୍ତ୍ର ଦର୍ଶନ ପ୍ୟାକେଜ। ୩ ଦିନ ୪ ରାତି...

ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ପରୀକ୍ଷା ଘୁଞ୍ଚାଇବାକୁ ଦାବି

ପୁରୀ ଅଫିସ,୨୦।୫ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ମେ’ ୩୦ ଓ ୩୧ ତାରିଖ ଦୁଇ ଦିନ ଧରି ରାଜ୍ୟରେ ହାଇସ୍କୁଲ ଚୁକ୍ତିଭିତ୍ତିକ...

ଲଘୁଖଣିଜ ଚାଲାଣ ରୋକିବ ଟେକ୍ନୋଲୋଜି

ଢେଙ୍କାନାଳ ଅଫିସ, ୧୯।୬ ଢେଙ୍କାନାଳ ଜିଲାରେ ବୃଦ୍ଧି ପାଉଥିବା ବାଲି, ପଥର ଭଳି ଲଘୁ ଖଣିଜ ଚୋରା ଚାଲାଣ ରୋକିବାକୁ ଟେକ୍ନୋଲୋଜିର ସହାୟତା ନେବ ପ୍ରଶାସନ।...

ପଶ୍ଚିମବଙ୍ଗ ଗଲେ ଆର୍‌ଟିପିସିଆର ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର,୬।୫(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧି ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ପଶ୍ଚିମବଙ୍ଗ ସରକାର ଅନ୍ୟ ରାଜ୍ୟରୁ ଯାଉଥିବା ଯାତ୍ରୀମାନଙ୍କ ଆର୍‌ପିସିଆର ନେଗେଟିଭ୍‌ ରିପୋର୍ଟକୁ ବାଧ୍ୟତାମୂଳକ କରିଛନ୍ତି।...

ଟ୍ରକ୍‌ ପଛରେ ପିଟିହେଲା ପିସିଆର ଭ୍ୟାନ୍‌

ସମ୍ବଲପୁର ଅଫିସ,୧ା୧: ନୂଆବର୍ଷରେ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଛକରେ ରବିବାର ଟ୍ରକ୍‌ ପଛରେ ପିସିଆର୍‌ ଭ୍ୟାନ ପିଟି ହେବାରୁ ୩ ପୋଲିସ କର୍ମଚାରୀ ଗୁରୁତର...

ରୋଡ୍‌ ରୋମିଓଙ୍କ ଦୌରାତ୍ମ୍ୟରେ ଛାତ୍ରୀ ଅତିଷ୍ଠ: ଉପଜିଲାପାଳ, ଥାନାଧିକାରୀଙ୍କୁ ଦାବିପତ୍ର

ଭଞ୍ଜନଗର,୨।୧୧(ଡି.ଏନ.ଏ.)-ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଷ୍ଟ୍ରିଟ ରୋମିଓମାନେ ଘୂରି ବୁଲୁଛନ୍ତି। ଛାତ୍ରୀମାନଙ୍କୁ ଯିବାଆସିବାବେଳେ କମେଣ୍ଟ ମାରୁଛନ୍ତି, ଯାହାକୁ ନେଇ ଛାତ୍ରୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ...

Advertisement
Archives

Model This Week