ଭାକ୍ସିନ୍‌ ନେଲେ ହ୍ରାସ ପାଉଛି ପ୍ରଜନନ କ୍ଷମତା, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କଲା ଖଣ୍ଡନ…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ସୋସିଆଲ ମିଡ଼ିଆରେ କରୋନା ଭାକ୍ସିନ୍‌ ନେଇ ନାନା ପ୍ରକାର ଅପପ୍ରଚାର କରାଯାଉଥିବା ଅଭିଯୋଗ ହେଉଛି। ଭାକ୍ସିନ୍‌ ନେଲେ ପ୍ରଜନନ କ୍ଷମତା ହ୍ରାସ ପାଇବ ବୋଲି ହେଉଥିବା ମିଥ୍ୟା ପ୍ରଚାର ନେଇ କେନ୍ଦ୍ର ସରକାର ମୁହାଁ ଖୋଲିଛନ୍ତି। ସରକାର ଏହାକୁ ଖଣ୍ଡନକରିଛନ୍ତି। ଏହା ସମ୍ପୂର୍ଣ୍ଣ ବିଭ୍ରାନ୍ତିକର ଖବର ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଭାକ୍ସିନ୍‌ର ସମସ୍ତ ପରୀକ୍ଷା ଭଲ ଭାବେ କରାଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ଏହା ସୁରକ୍ଷିତ ଥିବାରୁ ଏବେ ଗର୍ଭବତୀ ଏବଂ ସ୍ତନ୍ୟପାନ କରାଉଥିବା ମା’ମାନଙ୍କୁ ମଧ୍ୟ ଦିଆଯିବା ନେଇ ଗୁରୁତ୍ୱାରୋପ କରାଯାଉଛି। ଏହା ଦ୍ୱାରା ଗର୍ଭସ୍ଥ ସନ୍ତାନ ଏବଂ ସ୍ତନ୍ୟପାନ କରୁଥିବା ଶିଶୁଙ୍କ ଉପରେ ସକାରାତ୍ମକ ପ୍ରଭାବ ପଡୁଥିବା ପରୀକ୍ଷା ରିପୋର୍ଟରେ ଉଲ୍ଲେଖ କରାଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ଛାତ୍ରଙ୍କୁ କଲମା ପଢ଼ାଇଲେ ଶିକ୍ଷକ, ଅଭିଭାବକ ସ୍କୁଲରେ ପଶି କଲେ….

ହାଇଦ୍ରାବାଦ,୧୬ା୭: ହାଇଦ୍ରାବାଦର ସଇଦାବାଦ ଅଞ୍ଚଳର ଏକ ଘରୋଇ ସ୍କୁଲରେ ବିବାଦ ଦେଖାଦେଇଛି । ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କ ଅଭିଭାବକ ଅଭିଯୋଗ କରିଛନ୍ତି ଯେ…

ତାଜମହଲ ସାମ୍ନାରେ ଖୋଲିଗଲା ବିଦେଶୀ ମହିଳାଙ୍କ ଶାଢ଼ି, ଏମିତି କାମ କଲେ ମହିଳା କନଷ୍ଟେବଳ, ଭିଡିଓ ଦେଖିଲେ…

ତାଜମହଲ ବିଶ୍ୱର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ। ପ୍ରତିବର୍ଷ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ସ୍ଥାନରୁ ଲକ୍ଷଲକ୍ଷ ପର୍ଯ୍ୟଟକ ପରିଦର୍ଶନ କରିବାକୁ ଆସିଥାନ୍ତି।…

ବିନାଶ କରିଦେବୁ…ଟ୍ରମ୍ପଙ୍କୁ ସିଧା ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ,୧୬।୭: ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ମଧ୍ୟରେ ତେହରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଦୃଢ଼ ମନୋଭାବ ଗ୍ରହଣ କରିଛି। ଇରାନର…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri