ବାତ୍ୟା ପାଇଁ ଭୁବନେଶ୍ୱରରେ ଟିକାକରଣ ବନ୍ଦ

ଭୁବନେଶ୍ୱର, ୨୬।୫ (ବ୍ୟୁରୋ):ବାତ୍ୟା ‘ୟାସ୍‌’କୁ ଦୃଷ୍ଟିରେ ରଖି ୨୬ ତାରିଖ ବୁଧବାର ଭୁବନେଶ୍ୱରରେ ହେବାକୁ ଥିବା ଟିକାକରଣ ବନ୍ଦ ରହିବ। ଏହିଦିନ ପାଇଁ ସ୍ଳଟ୍‌ ବୁକିଂ କରିଥିବା ହିତାଧିକାରୀମାନେ ଆସନ୍ତା ୨୯ ତାରିଖରେ ଟିକା ନେଇ ପାରିବେ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ବୁଧବାରଠାରୁ ୩ଦିନ ଟିକାକରଣ ବନ୍ଦ ରହୁଥିବାରୁ ଲୋକମାନେ ଅଯଥାରେ ଟିକାକରଣ ସ୍ଥାନକୁ ଆସି ଭିଡ ନ କରିବା ପାଇଁ ଅନୁରୋଧ କରାଯାଇଛି। ସୂଚନାଯୋଗ୍ୟ, ରାଜଧାନୀର ୨୮ ଟିକା କେନ୍ଦ୍ର ସହ ୫ ସ୍ଥାନରେ ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ କାର୍ଯ୍ୟକ୍ରମ ଜାରି ରହିଛି। ପୂର୍ବାହ୍ନରେ ୧୮ରୁ ୪୪ବର୍ଷର ବ୍ୟକ୍ତିମାନେ ଟିକା ନେଉଥିବାବେଳେ ଅପରାହ୍ନରେ ୪୫ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିମାନଙ୍କୁ ଟିକା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂକମ୍ପ, ଘଣ୍ଟାକ ଭିତରେ ୩ ଥର ଥରି ଉଠିଲା, ଜାରି ହେଲା ସୁନାମୀ ସତର୍କତା

ମାନିଲା,୮।୬: ସୋମବାର (ଜୁନ ୮) ସକାଳେ ଫିଲିପାଇନ୍ସରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଥିଲା। ଗୋଟିଏ ଘଣ୍ଟା ମଧ୍ୟରେ ଭୂମି ତିନିଥର ଥରି ଉଠିଥିଲା। ଭୂମିକମ୍ପର ତୀବ୍ରତା ରିକ୍ଟର…

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri