ଦିଲ୍ଲୀରେ ଟିକାକରଣ ବନ୍ଦ

ନୂଆଦିଲ୍ଲୀ, ୨୩।୫: ଦିଲ୍ଲୀରେ ଭାକ୍ସିନ ଅଭାବରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀମାନଙ୍କ ନିମନ୍ତେ ଟିକାକରଣ କାର୍ଯ୍ୟକ୍ରମକୁ ଶନିବାରଠାରୁ ବନ୍ଦ ରଖାଯାଇଛି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି। ଦିଲ୍ଲୀରେ ସମସ୍ତଙ୍କୁ ଟିକା ଦେବା ପାଇଁ ୮୦ ଲକ୍ଷ ଡୋଜ୍‌ର ଆବଶ୍ୟକତା ରହିଛି। କେନ୍ଦ୍ର ସରକାର ବିଦେଶରୁ ଟିକା କିଣି ତୁରନ୍ତ ଯୋଗାଇଦେବାକୁ କେଜ୍‌ରିଓ୍ବାଲ ଦାବି କରିଛନ୍ତି। ଅନେକ ଦେଶ ପାଖରେ ଆବଶ୍ୟକତାରୁ ବଳକା ଟିକା ରହିଛି। ସେମାନଙ୍କୁ ଟିକା ଯୋଗାଇବା ପାଇଁ ଅନୁରୋଧ କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେନ୍ଦ୍ରକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri