୩ ଦିନ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର, ୨୯।୧(ବ୍ୟୁରୋ): ପୋଲିଓ ପାଇଁ ବନ୍ଦ ରହିବ କୋଭିଡ୍‌ ଟିକାକରଣ । ଦିନେ କି ଦୁଇ ଦିନ ନୁହେଁ ୩ ଦିନ ଟିକାକରଣ ବନ୍ଦ ରହିବ। ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଶୁକ୍ରବାର ସୂଚନା ଦେଇଛନ୍ତି ।
ତାଙ୍କ ସୂଚନାନୁଯାୟୀ, ଅନ୍ୟ ରାଜ୍ୟ ତୁଳନାରେ ଟିକାକରଣରେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଛି। ଯେଉଁ ସ୍ବାସ୍ଥ୍ୟ କର୍ମୀ ଟିକା ନେଇଥିଲେ ସେମାନେ ଗୁରୁବାରଠାରୁ ଟିକା ନେଉଛନ୍ତି । ଗତକାଲି ସୁଦ୍ଧା ୧ ଲକ୍ଷ ୯୪ ହଜାର ୦୫୮୮ ଜଣ ଟିକା ନେଇଛନ୍ତି । ଟିକା ନେବାକୁ ଆହୁରି ୧ ଲକ୍ଷ ୪୪ ହଜାର ୬୪୨ ଜଣ ବାକି ଅଛନ୍ତି । ତେବେ ପଲ୍‌ସ ପୋଲିଓ ୩୧ ଜାନୁଆରୀରୁ ଫେବୃଆରୀ ୨ ଯାଏ ଚାଲିବ । ଏଥିପାଇଁ ୩ ଦିନ କୋଭିଡ୍‌ ଟିକାକରଣ ବନ୍ଦ ରହିବ । ଫେବୃଆରୀ ୧୦ ତାରିଖ ସୁଦ୍ଧା ସମସ୍ତଙ୍କୁ ପ୍ରଥମ ଡୋଜ ଶେଷ କରାଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri