ପ୍ରଥମ ଡୋଜ୍‌ ନେଇଥିବା ବ୍ୟକ୍ତିଙ୍କୁ ଦିଆଯିବ ଅଗ୍ରାଧିକାର: ଟିକା ପହଞ୍ଚିଲେ ଆରମ୍ଭ ହେବ ଟିକାକରଣ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଏହାକୁ ରୋକିବାକୁ ହେଲେ ଟିକାକରଣକୁ ତ୍ୱରାନ୍ବିତ କରିବାକୁ ହେବ। ତେବେ ଆଗାମୀ ଦିନରେ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କୁ ଟିକା ଦିଆଯିବ। ଏନେଇ ଶନିବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି, ଆମ ରାଜ୍ୟରେ ପ୍ରାୟ ୧.୯୩ କୋଟି ଲୋକ ୧୮ରୁ ୪୪ ବର୍ଷ ବୟସର। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିପାଇଁ ଦୁଇ କମ୍ପାନୀକୁ ରାଜ୍ୟ ସରକାର ଅର୍ଡର ଦେଇଛନ୍ତି। କେବେ ଆମ ପାଖରେ ଟିକା ପହଞ୍ଚିବ, ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଏହା ପହଞ୍ଚିବା ପରେ ଟିକାକରଣ ଆରମ୍ଭ କରାଯିବ। ଟିକା କିଣାକୁ ନେଇ ଔଷଧ ନିଗମକୁ ଗୁରୁବାର ୭ଶହ କୋଟି ଟଙ୍କା ଦେଇଛୁ। ସମସ୍ତେ ଟିକା ପାଇଁ ପଞ୍ଜୀକରଣ କରାଇ ନିଅନ୍ତୁ। ଟିକା ଆସିଲେ ଦିଆଯିବ। ପ୍ରଥମ ଡୋଜ୍‌ ନେଇଥିବା ବ୍ୟକ୍ତିଙ୍କୁ ଦ୍ୱିତୀୟ ଡୋଜ୍‌ ନେବାଲାଗି ଅଗ୍ରାଧିକାର ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri