ଶନିବାରରୁ ଟିକାକରଣ: ସଫେଇ କର୍ମଚାରୀଙ୍କୁ ପ୍ରଥମ ଟିକା

ଭୁବନେଶ୍ୱର, ୧୫।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଶନିବାର ଆରମ୍ଭ ହେବ ବହୁ ପ୍ରତିକ୍ଷିତ କୋଭିଡ୍‌ ଟିକାକରଣ। ଜଣେ ସଫେଇ କର୍ମଚାରୀଙ୍କୁ ପ୍ରଥମ ଟିକା ଦେବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ତେବେ ତାଙ୍କର ପରିଚୟ ମିଳିପାରିନି।
ରାଜ୍ୟରେ ୩ ଲକ୍ଷ ୩୮ ହଜାର ସ୍ବାସ୍ଥ୍ୟକର୍ମୀ ପଞ୍ଜୀକୃତ ହୋଇଥିବା ବେଳେ, ପ୍ରଥମ ଦଫାରେ ୧ଲକ୍ଷ ୯୨ ହଜାର ଜଣଙ୍କୁ ଟିକା ଦିଆଯାଇପାରିବ। ସବୁ ଜିଲା ଓ କୋଲଡ ଚେନ ପଏଣ୍ଟରେ ଟିକା ପହଞ୍ଚି ସାରିଛି । ଗତ ଗୁରୁବାରଠାରୁ ହିତାଧିକାରୀଙ୍କ ପଞ୍ଜୀକୃତ ମୋବାଇଲ ନମ୍ବରରେ ଏସ୍‌ଏମ୍‌ଏସ୍‌ ପଠାଯାଉଥିବା ବେଳେ ତାହା ଆଧାରରେ ଆସନ୍ତାକାଲିଠୁ ଆରମ୍ଭ ହେବ ଟିକାକରଣ।

ଟିକାକରଣ ସକାଳ ୯ଟାରୁ ଆରମ୍ଭ ହୋଇ ସା୫ଟା ଯାଏ ଚାଲିବ । ଭ୍ୟାକ୍‌ସିନ ସିସି ଖୋଲାଯିବାର ୪ ଘଣ୍ଟା ଭିତରେ ତାକୁ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri