ଭାକ୍ସିନ୍‌ କୂଟନୀତି ବିଫଳ: ନେବାକୁ ଅମଙ୍ଗ ହେଲା ପାଲେଷ୍ଟାଇନ୍‌…

ଜେରୁଜେଲମ୍‌,୧୯।୬: କରୋନା ମହାମାରୀ ସଂକ୍ରମଣ ସମୟରେ  ପାଲେଷ୍ଟାଇନ୍‌କୁ ୧୪ ଲକ୍ଷ ଫାଇଜର ଭାକ୍ସିନ୍‌ ପଠାଇବାକୁ ଇସ୍ରାଏଲ୍‌ ଘୋଷଣା କରିଥିଲା। ଏସବୁ ଭାକ୍ସିନ୍‌ କିଛି ଦିନ ପରେ ଏକ୍ସପାୟର ହୋଇଯିବ। ତେଣୁ ଏହାକୁ ନଷ୍ଟ ନ କରି ପଡୋଶୀ ପାଲେଷ୍ଟାଇନ୍‌ ଦେବା ପାଇଁ ଇସ୍ରାଏଲ୍‌ର ନୂଆ ସରକାର କହିଥିଲେ। ତେବେ ଇସ୍ରାଏଲ୍‌ ଏଭଳି ଘୋଷଣା କରିବାର ୨୪ ଘଣ୍ଟା ମଧ୍ୟରେ ପାଲେଷ୍ଟାଇନ୍‌ ଉତ୍ତର ଦେଇଛି। କମ୍‌ ଦିନରେ ଏକ୍ସପାୟର ହେଉଥିବା ଫାଇଜର ଭାକ୍ସିନ୍‌ ନେବାକୁ ପାଲେଷ୍ଟାଇନ୍‌ ରୋକ୍‌ ଠୋକ୍‌ ମନା କରି ଦେଇଛି। ଫଳରେ ଦୁଇଦେଶ ମଧ୍ୟରେ ହୋଇଥିବା ଫାଇଜର ଭାକ୍ସିନ୍‌ ବୁଝାମଣା ରଦ୍ଦ ହୋଇ ଯାଇଛି। ଇସ୍ରାଏଲ୍‌ ପକ୍ଷରୁ ଫାଇଜର ଭାକ୍ସିନ୍‌ ପ୍ରଦାନ ନେଇ କରାଯାଇଥିବା କୂଟନୀତି ଶେଷରେ ବିଫଳ ହୋଇଛି। ଫାଇଜର ଭାକ୍ସିନ୍‌ ଜୁଲାଇ ଅବା ଅଗଷ୍ଟରେ ଏକ୍ସପାୟର ହେଉଥିବା ଇସ୍ରାଏଲ୍‌ ପକ୍ଷରୁ ପ୍ରଥମେ କୁହାଯାଇଥିଲା। ତେବେ ପରେ ଜଣାପଡ଼ିଥିଲା ଯେ, ଏସବୁ ଭାକ୍ସିନ୍‌ ଜୁନ୍‌ରେ ହିଁ ଏକ୍ସପାୟର ହେଉଛି। ଏହାକୁ ନେଇ ପାଲେଷ୍ଟାଇନ୍‌ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ରାହୁଲ ଗାନ୍ଧୀ ଜଣେ ବିନମ୍ର, ସରଳ ବ୍ୟକ୍ତି’

ନୂଆଦିଲ୍ଲୀ,୫।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେପାଳ ଗସ୍ତକୁ ନେଇ ରାଜନୀତି ଥମିବାର ନାଁ ନେଉ ନାହିଁ। ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗଦେବା ପାଇଁ...

ଜଳୁଛି ଆମାଜନ ଜଙ୍ଗଲ

ହୁମାଇଟା,୨୪।୮: ବିଶ୍ୱର ଫୁସ୍‌ଫୁସ୍‌ କୁହାଯାଉଥିବା ସର୍ବବୃହତ ବିଷୁବ ମଣ୍ଡଳୀୟ ଜଙ୍ଗଲ ଆମାଜନର ବହୁ ଅଞ୍ଚଳ ହୁ ହୁ ହୋଇ ଜଳୁଛି। ପୃଥିବୀକୁ ୨୦ ପ୍ରତିଶତ ଅମ୍ଳଜାନ...

ସ୍ତ୍ରୀଙ୍କ ପାଇଁ ମ୍ୟାଟର୍‌ନିଟି ଫଟୋଶୁଟ୍‌ କଲେ ସ୍ବାମୀ

ଆମେରିକାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ପାଇଁ ମ୍ୟାଟର୍‌ନିଟି ଫଟୋଶୁଟ୍‌ କରି ଚର୍ଚ୍ଚାକୁ ଆସିଛନ୍ତି ସ୍ବାମୀ। ଆମେରିକାର କେଣ୍ଟୁକିରେ ରହୁଥିବା କେଲସି ବ୍ରେଓ୍ବେର...

ଭାରତ ସହ ସୁସମ୍ପର୍କ ଚାହୁଁ

ଇସଲାମାବାଦ,୧୨ା୪: ପାକିସ୍ତାନର ୨୩ ତମ ପ୍ରଧାନମନ୍ତ୍ରୀ ଭାବେ ଶେହବାଜ ଶରିଫ୍‌ ସୋମବାର ଶପଥ ଗ୍ରହଣ କରିଛନ୍ତି। ବିନା ପ୍ରତିଦ୍ୱନ୍ଦ୍ୱିତାରେ ଦେଶର ମୁଖ୍ୟ ଭାବେ ନିର୍ବାଚିତ ହେବା...

ଚର୍ଚ୍ଚରେ ଗୁଳିମାଡ଼, ବାଇଡେନ୍‌ ସରକାରଙ୍କ ଚିନ୍ତା ବଢ଼ିଲା…

ଓ୍ବାଶିଂଟନ, ୧୬।୫ : ଆମେରିକାରେ ପ୍ରତିଦିନ ଗୁଳିମାଡ଼ ଘଟଣା ସାମ୍ନାକୁ ଆସୁଛି। ସଦ୍ୟତମ ମାମଲା ଆମେରିକାର କାଲିଫର୍ନିଆ ଘଟିଛି। ସେଠାରେ ଏକ ଚର୍ଚ୍ଚରେ ଗୁଳିମାଡ଼ ହୋଇଛି।...

ଇରାନ ସୌଦି ଉପରେ ବଡ଼ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି: ଆମେରିକା

ଓ୍ବାଶିଂଟନ,୨୪।୧୧: ଇରାନ ସୌଦି ଉପରେ ବଡ଼ଧରଣର ଆକ୍ରମଣ ପାଇଁ  ଷଡ଼ଯନ୍ତ୍ର ରଚିଛି। ଏନେଇ ଆମେରିକା ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଇରାନ ସୌଦିର ବୃହତ୍‌...

କଶ୍ମୀରରେ ବହୁ ପରିମାଣର ସୁରକ୍ଷାକର୍ମୀଙ୍କୁ ଦେଖି ଟ୍ରମ୍ପଙ୍କୁ ଗୁହାରି କଲେ ଇମ୍ରାନ୍‌

ଇସଲାମାବାଦ,୫।୮: ଜମ୍ମୁ-କଶ୍ମୀରରେ ବହୁ ପରିମାଣରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କୁ ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏହା ଉପେର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହସ୍ତକ୍ଷେପ...

ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଐତିହାସିକ ଟାଇମ୍ସ ସ୍କୋୟାରରେ ଉଡିବ ସବୁଠାରୁ ବଡ ତ୍ରିରଙ୍ଗା

ୱାଶିଂଟନ/ନୂଆଦିଲ୍ଲୀ,୧୨ ।୮: ଅଗଷ୍ଟ ୧୫ରେ ଭାରତ ପାଳନ କରିବାକୁ ଯାଉଛି ୭୫ ତମ ସ୍ୱାଧିନତା ଦିବସ । ଏହି ଅବସରରେ ଆମେରିକାର ଏକ ପ୍ରମୁଖ ପ୍ରବାସୀ...

Advertisement
Archives

Model This Week