ବ୍ରିଟେନରେ ପହଞ୍ଚିଲା ଫାଇଜର ଟିକା

ଲଣ୍ଡନ, ୫ା୧୨: ବ୍ରିଟେନକୁ କୋଭିଡ୍‌-୧୯ ପାଇଁ ପ୍ରସ୍ତୁତ ଫାଇଜର ଟିକାର ପ୍ରଥମ ପର୍ଯ୍ୟାୟ ଯୋଗାଣ ହୋଇଛି। ଶୁକ୍ରବାର ଏହି ଟିକା ବ୍ରିଟେନରେ ପହଞ୍ଚିଛି। ଏକ ଅଜ୍ଞାତ ସ୍ଥାନରେ ଥିବା ସେଣ୍ଟ୍ରାଲ ହବ୍‌ରେ ଏହାକୁ ରଖାଯାଇଛି। ସେଠାରୁ ବିଭିନ୍ନ ହସ୍ପିଟାଲ ତଥା ଟିକାକରଣ କେନ୍ଦ୍ରକୁ ପଠାଯିବ। ଜଏଣ୍ଟ କମିଟି ଅନ୍‌ ଭାକ୍ସିନେଶନ ଆଣ୍ଡ ଇମ୍ୟୁନାଇଜେଶନ (ଜେସିଭିଆଇ) ଦ୍ୱାରା ଅନୁମୋଦନ ତଥା ସରକାରଙ୍କ ନିଷ୍ପତ୍ତି ପରେ ମଙ୍ଗଳବାର ଲୋକଙ୍କୁ ଟିକା ଦିଆଯିବ। କେୟାର ହାଉସ୍‌ରେ ରହୁଥିବା ବୟସ୍କଙ୍କୁ ପ୍ରାଥମିକତା ଭିତ୍ତିରେ ଟିକାକରଣ କରାଯିବ। ପରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ସ୍ବାସ୍ଥ୍ୟକର୍ମୀ ଟିକା ନେବେ। ବେଲଜିୟମରେ ପ୍ରସ୍ତୁତ ହୋଇଥିବା ଏହି ଭାକ୍ସିନ୍‌ ୟୁରୋଟନେଲ ଦେଇ ବ୍ରିଟେନରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୈନ୍ୟବାହିନୀକୁ ‘ଗ୍ରେଟ୍‌ ଓ୍ବାଲ୍‌ ଅଫ୍‌ ଷ୍ଟିଲ୍‌’ରେ ପରିଣତ କରିବି: ଜିନ୍‌ପିଙ୍ଗ

ବେଜିଂ,୧୪ା୩ : ଚାଇନାର ସାର୍ବଭୌମତ୍ୱ ରକ୍ଷା ଲାଗି ସୈନ୍ୟବାହିନୀକୁ ‘ଗ୍ରେଟ୍‌ ଓ୍ବାଲ୍‌ ଅଫ୍‌ ଷ୍ଟିଲ୍‌’ରେ ପରିଣତ କରିବେ ବୋଲି ଏହାର ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ସୋମବାର...

ନିଜ ହାତ ତିଆରି ସିଙ୍ଗଡା ମୋଦିଙ୍କ ସହ ଶେୟାର କରିବାକୁ ଚାହିଁଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/କାନବେରା,୩୧।୫: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିଶନ ରବିବାର ସିଙ୍ଗଡାର ସହ ଏକ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଏହି ସିଙ୍ଗଡାକୁ ସେ ଭାରତର ପ୍ରଧାନମନ୍ତ୍ରୀ...

ୟୁକ୍ରେନ ପାଇଁ ସାମରିକ ସମର୍ଥନ ବୃଦ୍ଧି ନେଇ ଦକ୍ଷିଣ କୋରିଆକୁ ଅନୁରୋଧ କଲେ ନାଟୋ ମୁଖ୍ୟ

ସିଓଲ,୩୦ା୧: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ପରେ ନାଟୋ ଅସ୍ତ୍ରଶସ୍ତ୍ର ପଠାଇବା ସହିତ କିଭ୍‌କୁ ଅନେକ ଉପାୟରେ ସାହାଯ୍ୟ କରିଛି। ବର୍ତ୍ତମାନ ନାଟୋର ସେକ୍ରେଟାରୀ ଜେନେରାଲ ଜେନ୍ସ...

ଗାର୍ଡେନିଂରେ ବିତୁଛି ସମୟ

ଏବେ ସମଗ୍ର ବିଶ୍ୱ କରୋନା କବଳିତ। ଏଥିରୁ ନିଜକୁ ରକ୍ଷା କରିବା ପାଇଁ ଆମ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ସମସ୍ତେ ଘରେ ହିଁ...

ଶ୍ରୀଲଙ୍କାରେ ସ୍ଥିତି ଅଣାୟତ୍ତ: ଏମ୍‌ପି ସମେତ ୫ ଜଣଙ୍କ ମୃତ୍ୟୁ

କଲମ୍ବୋ,୧୦।୫: ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ବ୍ୟାପକ ହିଂସାକାଣ୍ଡ ଘଟିଛି। ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ ନିଜ ପଦରୁ ଇସ୍ତଫା ଦେବା ପରେ...

ବିପଜ୍ଜନକ ସ୍ଥିତିରେ ଆଫଗାନିସ୍ତାନ

କାବୁଲ, ୨୫।୭(ଆଇଏଏନ୍‌ଏସ୍‌): ଆମେରିକା ନେତୃତ୍ୱାଧୀନ ନାଟୋ ସେନା ପ୍ରତ୍ୟାହାର ସହିତ ଅଶାନ୍ତ ହେବାରେ ଲାଗିଛି ଆଫଗାନିସ୍ତାନ। ତାଲିବାନ ଆତଙ୍କବାଦୀମାନେ ସୀମାନ୍ତବର୍ତ୍ତୀ ଅଞ୍ଚଳର ୯୦ ପ୍ରତିଶତ ନିଜ...

ଆଜି ଆଉ ୪୬ ଜୀବନ ନେଲା କରୋନା, ୪୧୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୬ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ପାକିସ୍ତାନୀ କ୍ରିକେଟର ହେଲେ ରାମଭକ୍ତ…

ଇସଲାମାବାଦ୍‌, ୧୧।୮: ଅଯୋଧ୍ୟାରେ ରାମଲଲାଙ୍କୁ ଦର୍ଶନ କରିବାକୁ ପାକିସ୍ତାନୀ କ୍ରିକେଟର ଚାହୁଁଛନ୍ତି। ପାକିସ୍ତାନ ଜାତୀୟ ଟିମ୍‌ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିସାରିଥିବା ଦାନିଶ୍‌ କାନେରିଆ ଏଭଳି...

Advertisement
Archives

Model This Week