ସମସ୍ତଙ୍କୁ ମାଗଣାରେ ଯୋଗାଇ ଦିଆଯାଉ କରୋନା ଟିକା: ନୱାବ ମଲିକ

ମୁମ୍ବାଇ,୫ ।୧୨: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଏବେ ସମସ୍ତଙ୍କ ନଜର କରୋନା ଟିକା ବା ଭ୍ୟାକ୍ସିନ ଉପରେ । ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସର୍ବଦଳୀୟ ବୈଠକ ଡକାଇଥିଲେ । ଏଥିରେ ମୋଦି କହିଥିଲେ ଯେ କିଛି ସପ୍ତାହ ମଧ୍ୟରେ ଦେଶରେ କରୋନା ଟିକା ଉପଲବ୍ଧ ହେବ । ଆଉ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ପରେ ଟିକାର ମୂଲ୍ୟ ନିର୍ଦ୍ଧାରଣ କରାଯିବ । ଏବେ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ତଥା ଏନ୍‌ସିପି ନେତା ନୱାବ ମଲିକ । ସେ କହିଛନ୍ତି କରୋନା ଭ୍ୟାକ୍ସିନ ସମସ୍ତଙ୍କୁ ମାଗଣାରେ ଦିଆଯିବା ଉଚିତ । ବିହାର ସରକାର ଯେତେବେଳେ ରାଜ୍ୟରେ ମାଗଣା ଟିକା ଦେବାକୁ ଘୋଷଣା କରିଛନ୍ତି ସେତେବେଳେ ପ୍ରଧାନମନ୍ତ୍ରୀ ରାଜ୍ୟ ସରକାରଙ୍କ ସହ କଥା ହୋଇ ଟିକାର ମୂଲ୍ୟ ନିର୍ଦ୍ଧାରଣ କରିବା ଆଦୌ ଠିକ୍ ନୁହେଁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?