ବିଚାରପତି-ଆଇନଜୀବୀ-ଶିକ୍ଷକ-ଗଣମାଧ୍ୟମ ପ୍ରତିନିଧିଙ୍କୁ ଦିଆଯିବ କରୋନା ଟିକା

ଲୁଧିଆନା,୧୬।୩: ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଲୁଧିଆନା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହା ସହିତ ବ୍ୟାଙ୍କ କର୍ମଚାରୀ, ବେସରକାରୀ ସଂଗଠନରେ କାମ କରୁଥିବା ବ୍ୟକ୍ତି ବିଶେଷ, ଖାଦ୍ୟ ଶସ୍ୟ ସମିତି କର୍ମଚାରୀଙ୍କୁ କରୋନା ଟିକା ଦିଆଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏସବୁ କ୍ଷେତ୍ରରେ କାମ କରୁଥିବା କର୍ମଚାରୀଙ୍କୁ ଟିକାକରଣରେ ପ୍ରାଥମିକତା ଦିଆଯାଉ ନ ଥିବାବଳେ ଲୁଧିଆନା ପ୍ରଶାସନ ଏଭଳି କରିବାକୁ ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଙ୍ଗୁଲିଙ୍କ ଉପରେ ରାଜନୈତିକ ପ୍ରତିଶୋଧ ନେଉଛି ଭାଜପା, ଶାହାଙ୍କୁ ଘେରିଲା ଟିଏମସି…

କୋଲକାତା,୧୨।୧୦ : ଭାରତୀୟ କ୍ରିକେଟ କଣ୍ଟୋଲ ବୋର୍ଡ(ବିସିସିଆଇ)ର ଅଧ୍ୟକ୍ଷ ତଥା ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ନେଇ ଏବେ ରାଜନୀତି ଆରମ୍ଭ ହୋଇଛି। ଗାଙ୍ଗୁଲି...

ପଦ୍ମ ଧରିଲେ ସାଇନା ନେହଓ୍ବାଲ

ନୂଆଦିଲ୍ଲୀ, ୨୯।୧: ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହୱାଲ ବୁଧବାର ଭଉଣୀ ଚନ୍ଦ୍ରାଂଶୁ ନେହଓ୍ବାଲଙ୍କ ସହ ଭାଜପାରେ ଯୋଗଦେଇଛନ୍ତି। ଭାଜପାର ଦିଲ୍ଲୀ କାର୍ଯ୍ୟାଳୟଠାରେ ଦଳର...

ନୌସେରାରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ଯବାନ ଶହୀଦ୍‌

ଶ୍ରୀନଗର,୨୧।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ପାକିସ୍ତାନ ଜାଣିଶୁଣି ଏଠାରେ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ରାଜୌରୀ ଜିଲାର ନୌସେରା...

ଭୁବନେଶ୍ୱରରେ ଆଉ ୧୬ ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨

ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ରବିବାର ଭୁବନେଶ୍ୱରରେ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨...

ଝାରସୁଗୁଡାରୁ ଗୋଟିଏ ଦିନରେ ସର୍ବାଧିକ ୬୭ ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡା ଅଫିସ,୧୧ା୮: ଝାରସୁଗୁଡା ଜିଲାରୁ ମଙ୍ଗଳବାର ଗୋଟିଏ ଦିନରେ ସର୍ବାଧିକ ୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ...

ଅର୍ଥ ବ୍ୟବସ୍ଥାକୁ ଲାଗିବ ୯ ଲକ୍ଷ କୋଟିର ଝଟକା

ନୂଆଦିଲ୍ଲୀ,୨୬। ୩: କୋଭିଡ ୧୯ ପାଇଁ ସାରା ଦେଶକୁ ଏବେ ଲକ୍‌ଡାଉନ କରାଯାଇଛି। ଏହା ଦ୍ୱାରା ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି)କୁ ପ୍ରାୟ ୪% ବା...

୧୭ ଜୁଲାଇରେ ଆରମ୍ଭ ହୋଇପାରେ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨୮।୬: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ତୃତୀୟ ସପ୍ତାହରେ ଆରମ୍ଭ ହୋଇପାରେ। ଆସନ୍ତା କିଛି ଦିନ ମଧ୍ୟରେ ସଂସଦୀୟ ବ୍ୟାପାର କମିଟି (ସିସିପିଏ) ର ବୈଠକ...

ନେତାଜୀଙ୍କୁ ନେଇ ଭାଜପା-ତୃଣମୂଳ ମୁହାଁମୁହିଁ

କୋଲକାତା,୧୯।୧: ଜାନୁୟାରୀ ୨୩ରେ ନେତାଜୀ ସୁଭାଷ ବୋଷଙ୍କ ୧୨୫ତମ ଜୟନ୍ତୀ ପାଳିତ ହେବ। ଏହାକୁ ନେଇ ପଶ୍ଚିମବଙ୍ଗରେ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ ମୁହାଁମୁହିଁ...

Advertisement
Archives

Model This Week