Posted inରାଜ୍ୟ

ଖୁବ୍‌ଶୀଘ୍ର ଉପଲବ୍ଧ ହୋଇପାରେ ଟିକା

ଭୁବନେଶ୍ୱର,୨୩।୧୦(ବ୍ୟୁରୋ)-କରୋନା ମହାମାରୀରେ କବଳିତ ସାରା ବିଶ୍ୱ ଏବେ ବି ଟିକା ଅପେକ୍ଷାରେ। ଖୁବ୍‌ଶୀଘ୍ର ଟିକା ମିଳିବ ବୋଲି ଶୁଣାଯାଉଥିଲେ ମଧ୍ୟ ଏଯାଏ କିଛି ବି ସ୍ପଷ୍ଟ ସୂଚନା ମିଳିପାରୁନି। ଏପରିସ୍ଥିତିରେ କୋଭିଡ୍‌-୧୯ ବିରୋଧରେ ଟିକାକରଣ ପାଇଁ ଓଡ଼ିଶା ସରକାର ପ୍ରକ୍ରିୟା ଆରମ୍ଭ କରିଥିବାରୁ ନୂଆ ଆଶା ସଞ୍ଚାର ହୋଇଛି। ସ୍ବାସ୍ଥ୍ୟ କର୍ମୀଙ୍କୁ ପ୍ରଥମେ ଟିକା ଦେବା ପାଇଁ ସରକାର ଯୋଜନା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟ ସେବା କର୍ମୀ ବା ହେଲ୍‌ଥ କେୟାର ଓ୍ବାର୍କର୍ସଙ୍କ ଡାଟାବେସ୍‌ ପ୍ରସ୍ତୁତ କରିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଶୁକ୍ରବାର ସଚିବ ଭାରତୀୟ ମେଡିକାଲ୍‌ ଆସୋସିଏଶନ ଓଡ଼ିଶା ରାଜ୍ୟ ଶାଖାର ସଭାପତି, ଆୟୁଷ ଆସୋସିଏଶନ ସଭାପତି, ନର୍ସିଂ ଆସୋସିଏଶନ ସଭାପତି, ପାରାମେଡିକ୍‌ ୱାର୍କର୍ସ ଆସୋସିଏଶନ ଓ ଘରୋଇ ହସ୍ପିଟାଲ ମାଲିକ ସଂଘ ସଭାପତିଙ୍କୁ ଚିଠି ଲେଖିଛନ୍ତି। ଅକ୍ଟୋବର ୨୯ ସୁଦ୍ଧା ଏହି ଡାଟାବେସ୍‌ ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri