କରୋନା ଟୀକା ଧାର୍ଯ୍ୟ ସମୟ ମଧ୍ୟରେ ଦିଆଯିବା ଅପରିହାର୍ଯ୍ୟ: ମୋଦି

ନୂଆଦିଲ୍ଲୀ, ୩୦।୬: ଭାରତରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ଏବଂ ଦିଆଯିବା ଯୋଜନାର ସମୀକ୍ଷା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କରିଛନ୍ତି। ସେ କହିଛନ୍ତି ଯେ, ଧାର୍ଯ୍ୟ ସମୟ ମଧ୍ୟରେ କରୋନା ଟୀକା ଦିଆଯିବା ଅପରିହାର୍ଯ୍ୟ। ଏନେଇ ବିକଶିତ ଜ୍ଞାନକୌଶଳର ଉପଯୋଗ କରାଯିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଟୀକା କିଭଳି ବ୍ୟାପକ ଭାବେ ଦେଶରେ ଲୋକଙ୍କୁ ଦିଆଯିବ ସେନେଇ ଯୋଜାନବଦ୍ଧ ଭାବେ କାର୍ଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ଏନେଇ ପଦସ୍ଥ ଅଧିକାରୀମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। କରୋନା ବିରୋଧରେ ଭାରତ ଲଢ଼େଇ ଜାରି ରଖିଥିବାବେଳେ ପ୍ରତିଷେଧକ ଟୀକାର ବ୍ୟବହାର ସଂକ୍ରମଣ ରୋକିବାକୁ ସକ୍ଷମ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri