Posted inଜାତୀୟ

ଖୁସି ଖବର: ଟିକା ନେଇଥିବା ଲୋକଙ୍କୁ ଓମିକ୍ରନ୍ ଆଶଙ୍କା କମ୍‌

ନୂଆଦିଲ୍ଲୀ,୩୦ ।୧୨: ସାରା ବିଶ୍ୱରେ ଏବେ ତାଣ୍ଡବ ରଚିଲାଣି କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ । ଏହାକୁ ନେଇ ସାରା ବିଶ୍ୱ ଚିନ୍ତାରେ ପଡି ଯାଇଥିବା ବେଳେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଏକ ଆଶ୍ୱସ୍ତିକର ଖବର ଦେଇଛି । ଡବ୍ଲୁଏଚ୍‌ର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ୱାମିନାଥନ କହିଛନ୍ତି ଭ୍ୟାକ୍ସିନର ପ୍ରଭାବଶାଳିତା ପାଇଁ ଅନେକ କାରକ ଦାୟୀ । ଗୋଟିଏ ହେଉଛି ଭ୍ୟାକ୍ସିନ ଅନ୍ୟଟି ବୟସ ଭଳି ଜୈବିକ କାରକ ।
ସ୍ୱାମୀନାଥନ ଆହୁରି ମଧ୍ୟ କହିଛନ୍ତି ଅଧିକାଂଶ ଲୋକ ଓମିକ୍ରନରେ ପୀଡିତ ହେବା ପରେ ସେମାନଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଯିବା ସହ ହାଲକା ଚିକିତ୍ସା ପରେ ସେମାନେ ସୁସ୍ଥ ହୋଇ ଯାଉଛନ୍ତି । ଏହା ପ୍ରମାଣ କରୁଛି କି ଟିକା ସୁରକ୍ଷା ଦେଉଛି । ଯେଉଥିପାଇଁ କ୍ରିଟିକାଲ କେୟାରର ଆବଶ୍ୟକତା ବୃଦ୍ଧି ହେଉନାହିଁ । ଯାହା ଏକ ଭଲ ସଙ୍କେତ ବୋଲି ସେ କହିଛନ୍ତି । ବୁଧବାର ସେ ଟୁଇଟ୍ କରି କହିଛନ୍ତି, ଆଶା କରାଯାଉଥିବା ଟି ସେଲ ଇମ୍ୟୁନିଟି ଓମିକ୍ରନ୍ ବିରୋଧରେ ଭଲ ସାବ୍ୟସ୍ତ ହୋଇଛି । ଏହା ଆମକୁ ଜଟିଳ ରୋଗଠାରୁ ସୁରକ୍ଷା ଦେଇଥାଏ । ତେଣୁ ଯେଉଁମାନେ ଟିକା ନେଇ ନାହାନ୍ତି ସେମାନେ ଶୀଘ୍ର ଟିକା ନେବାକୁ ସ୍ୱାମିନାଥନ ଅନୁରୋଧ କରିଛନ୍ତି । ଟିକା ଡେଲ୍ଟା ସଂକ୍ରମଣ ଭଳି ଜଟିଳ ରୋଗରେ ମୃତ୍ୟୁଠାରୁ ବଞ୍ଚାଇ ଦେବ ବୋଲି ସେ ମତ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?