ଏଣିକି କଲେଜରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୭(ବ୍ୟୁରୋ): କଲେଜରେ ଦିଆଯିବ ଟିକା। ରାଜ୍ୟରେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଇଂଜିନିୟରିଂ କଲେଜ, ହଷ୍ଟେଲ ଏବଂ ଶିକ୍ଷାନୁଷ୍ଠାନରେ କୋଭିଡ୍‌ ଟିକା ଦିଆଯିବ। ସେହିପରି ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଟିକାକରଣକୁ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ତେବେ ଏହି ଟିକାକରଣ ଅଭିଯାନରେ ଅଙ୍ଗନଓ୍ବାଡି କର୍ମୀ, ସ୍ବାସ୍ଥ୍ୟ କର୍ମୀ, ଲୋକ ପ୍ରତିନିଧି, ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ସାମିଲ ହେବାକୁ କୁହାଯାଇଛି।
ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ। ଏହାକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ କରୋନା ସଂକ୍ରମଣର ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ଗୁରୁବାର ଅପରାହ୍ନ ୫.୩୦ରେ କୋଭିଡ୍‌ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ସଚିବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri