ଏଣିକି କଲେଜରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୭(ବ୍ୟୁରୋ): କଲେଜରେ ଦିଆଯିବ ଟିକା। ରାଜ୍ୟରେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଇଂଜିନିୟରିଂ କଲେଜ, ହଷ୍ଟେଲ ଏବଂ ଶିକ୍ଷାନୁଷ୍ଠାନରେ କୋଭିଡ୍‌ ଟିକା ଦିଆଯିବ। ସେହିପରି ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଟିକାକରଣକୁ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ତେବେ ଏହି ଟିକାକରଣ ଅଭିଯାନରେ ଅଙ୍ଗନଓ୍ବାଡି କର୍ମୀ, ସ୍ବାସ୍ଥ୍ୟ କର୍ମୀ, ଲୋକ ପ୍ରତିନିଧି, ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ସାମିଲ ହେବାକୁ କୁହାଯାଇଛି।
ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ। ଏହାକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ କରୋନା ସଂକ୍ରମଣର ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ଗୁରୁବାର ଅପରାହ୍ନ ୫.୩୦ରେ କୋଭିଡ୍‌ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ସଚିବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?