Posted inଖେଳ

୨୧୧ ବଲ୍‌ରେ ୪୬୬ ରନ୍‌: ପୁଣି ବଡ଼ ରେକର୍ଡ କଲେ ଏହି ଯୁବ କ୍ରିକେଟର

ନୂଆଦିଲ୍ଲୀ,୨୮।୧୧: ଭାରତର ଉଦୀୟମାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୫ରେ ସବୁଠାରୁ ଚର୍ଚ୍ଚିତ ଖେଳାଳି ଥିଲେ। ମାତ୍ର ୧୪ ବର୍ଷ ବୟସରେ, ସେ ଏପରି ପ୍ରଦର୍ଶନ କରିଥିଲେ ଯାହା କ୍ରିକେଟ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ତାଙ୍କର ଟି-୨୦ ରେକର୍ଡ ଜଣେ ବିସ୍ଫୋରକ ଅନ୍ତର୍ଜାତୀୟ ଖେଳାଳିଙ୍କ ତୁଳନାରେ କମ୍‌ ନୁହେଁ।

୪୬୬ରନ, ୪୪ଛକା, ୩୬ଚୌକା – ବୈଭବଙ୍କ ବିସ୍ଫୋରକ ରେକର୍ଡ ବୈଭବ ସୂର୍ଯ୍ୟବଂଶୀ କେବଳ ୧୧ ଟି -୨୦ମ୍ୟାଚ ଖେଳିଛନ୍ତି, କିନ୍ତୁ ଏହି ମ୍ୟାଚଗୁଡିକରେ ସେ ୨୧୧ ବଲରେ ୪୬୬ ରନ କରିଛନ୍ତି। ଏଥିରେ ୩୬ ଚୌକା ଏବଂ ୪୪ ଛକା ସାମିଲ। ୨୨୦.୮୫ର ଘାତକ ଷ୍ଟ୍ରାଇକ ରେଟ୍‌ରେ ବ୍ୟାଟିଂ କରିଛନ୍ତି। ଏହି ସଂଖ୍ୟାଗୁଡ଼ିକ ଦର୍ଶାଉଛି ଯେ ଯେତେବେଳେ ବି ବୈଭବ କ୍ରିଜରେ ଥାଆନ୍ତି, ମ୍ୟାଚ ଏକପାଖିଆ ହୋଇଯାଏ।

UAE ବିପକ୍ଷରେ ତାଙ୍କର ବିସ୍ଫୋରକ ଶତକ ମାତ୍ର ୩୨ ବଲରେ ଆସିଥିଲା। ଏହା ପରେ ସେ ୪୨ ବଲରୁ ୧୪୪ ରନ କରି ମ୍ୟାଚର ମୋଡ଼ ବଦଳାଇ ଦେଇଥିଲେ। ଏହି ଇନିଂସ ତାଙ୍କୁ ବିଶ୍ୱ କ୍ରିକେଟ ମାନଚିତ୍ରରେ ସ୍ଥାନ ଦେଇଥିଲା। ସେ ଟି-୨୦ ଫର୍ମାଟରେ ଦୁଇଟି ଶତକ ହାସଲ କରିଥିବା ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ହୋଇଥିଲେ। ଏହି ରେକର୍ଡ ପୂର୍ବରୁ ଫ୍ରାନ୍ସର ଗୁସ୍ତାଭ ମ୍ୟାକନଙ୍କ ନାମରେ ଥିଲା, ଯିଏ ୧୮ ବର୍ଷ ବୟସରେ ଏହି ସଫଳତା ହାସଲ କରିଥିଲେ। ବୈଭବ ମାତ୍ର ୧୪ ବର୍ଷ ୨୩୨ ଦିନରେ ଏହାକୁ ଭାଙ୍ଗିଥିଲେ।

Dharitri – The Largest & Most Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri