Posted inଖେଳ

ମୋଦିଙ୍କ ପାଦ ଛୁଇଁଲେ ବୈଭବ: ଖୁସିରେ ପ୍ରଧାନମନ୍ତ୍ରୀ କହିଲେ…

ପାଟନା,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଟନା ବିମାନବନ୍ଦରରେ ୧୪ ବର୍ଷୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭେଟିଛନ୍ତି। ବୈଭବ ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁ ତାଙ୍କ ଆଶୀର୍ବାଦ ନେଇଥିଲେ। ବୈଭବଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ନିଜେ ତାଙ୍କ ଏକ୍ସ ହ୍ୟାଣ୍ଡେଲରୁ ଏ ବିଷୟରେ ସୂଚନା ଦେଇଛନ୍ତି। ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ବୈଭବ ସୂର୍ଯ୍ୟବଂଶୀଙ୍କ କ୍ରିକେଟ ଦକ୍ଷତାର ପ୍ରଶଂସା କରିଥିଲେ। ପ୍ରଧାନମନ୍ତ୍ରୀ ବୈଭବଙ୍କ ସହ ଫଟୋ ଶେୟାର କରି କହିଛନ୍ତି,ବୈଭବ ସମଗ୍ର ଦେଶ ପାଇଁ ପ୍ରେରଣା। ତାଙ୍କ ଭବିଷ୍ୟତ ଉଜ୍ଜଳମୟ ହେଉ। ବୈଭବଙ୍କ ବ୍ୟତୀତ, ମୋଦି ତାଙ୍କ ମାତାପିତାଙ୍କୁ ମଧ୍ୟ ଭେଟିଥିଲେ। ଇଂଲଣ୍ଡ ଗସ୍ତ ପାଇଁ ଭାରତର ୧୯ ବର୍ଷରୁ କମ ଦଳରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମନୋନୀତ କରାଯାଇଛି।

କମ ବୟସରେ ତାଙ୍କର ଦମଦାର ପ୍ରଦର୍ଶନ ଯୋଗୁ ବୈଭବ ଚର୍ଚ୍ଚାରେ ଆସିଥିଲେ। ତାଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ ଦଳ ରାଜସ୍ଥାନ ରୟାଲ୍ସ ମେଗା ନିଲାମରେ କିଣିଥିଲା। ବୈଭବ ଆଇପିଏଲ ୨୦୨୫ରେ ଦମଦାର ପ୍ରଦର୍ଶନ କରିଥିଲେ ଏବଂ ମାତ୍ର ୩୫ ବଲ୍‌ରେ ଶତକ ହାସଲ କରିଥିଲେ। ସେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଏହି ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri