Posted inଖେଳ

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି ରଖିଛନ୍ତି। ସେ ମାତ୍ର ୯୫ବଲରେ ୯ ଚୌକା ଏବଂ ୧୪ ଛକା ସହିତ ଦ୍ୱିତୀୟ ସର୍ୱାଧିକ ସ୍କୋରରେ ପହଞ୍ଚିଛନ୍ତି। ହେଲେ ସେ 200 ରନ୍‌ରୁ ବଞ୍ଚିତ ହୋଇଛନ୍ତି।

ଶୁକ୍ରବାର ଦୁବାଇର ICC ଏକାଡେମୀ ଗ୍ରାଉଣ୍ଡରେ UAE ବିପକ୍ଷରେ 19 ବର୍ଷରୁ କମ୍‌ ଏସିଆ କପ୍‌ର ଉଦ୍‌ଘାଟନୀ ମ୍ୟାଚରେ ଭାରତର ଯୁବ ବ୍ୟାଟିଂ ତାରକା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଚମତ୍କାର ଫର୍ମ ଜାରି ରଖିଛନ୍ତି। 14 ବର୍ଷୀୟ ବାମହାତୀ ଏକ ଦମ୍‌ ଦାର ଇନିଂସ ଖେଳି ମାତ୍ର ୫୬ବଲରେ ଶତକ ହାସଲ କରିଥିଲେ। UAE ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେବା ପରେ ଭାରତ ବ୍ୟାଟି କରି ୫୦ ଓଭରରେ ୬ ଉଇକେଟ ହରାଇ ୪୩୩ ରନ୍‌ କରିଥିଲା।

ବୈଭବ ସତର୍କତାର ସହିତ ଇନିଂସ ଆରମ୍ଭ କରି 30 ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ। ପରେ ସେ ୯୫ ବଲରେ ୧୭୧ ରନ୍‌ର ଦମ୍‌ଦାର ଇନିଂସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

୩ୟ ବିଶ୍ୱଯୁଦ୍ଧ: ଯୁଦ୍ଧକୁ ଡେଇଁଲା ଚାଇନା! ବିଶ୍ୱରେ ଚହଳ…

ବେଜିଂ,୧୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଏକ ସାମ୍ପ୍ରତିକ ଆମେରିକାର ରିପୋର୍ଟ ଏକ ବଡ଼ ଖୁଲାସା କରିଛି। ରିପୋର୍ଟ ଅନୁଯାୟୀ, ଚାଇନା ଇରାନକୁ ସାମରିକ ଏବଂ ବୈଷୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri