Posted inଖେଳ

ହଠାତ୍‌ ଫ୍ଲପ୍‌ ହେଲେ ବୈଭବ ସୂର୍ଯ୍ୟବଂଶୀ: ଖୋଲିଗଲା ପୋଲ୍‌

ନୂଆଦିଲ୍ଲୀ,୨୩।୪: IPL 2026ର ପ୍ରଥମ ଚାରି ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଚମତ୍କାର ବ୍ୟାଟିଂ କରିଥିଲେ। କିଛି ଦିନ ପାଇଁ ସେ ଅରେଞ୍ଜ କ୍ୟାପ ମଧ୍ୟ ରଖିଥିଲେ। କିନ୍ତୁ ତାଙ୍କ ବ୍ୟାଟରୁ ହଠାତ୍‌ ରନ ଆସିବା ବନ୍ଦ ହୋଇଯାଇଛି। ବିଫଳତା ଦେଖି ସେ ନିଜେ ମଧ୍ୟ କାନ୍ଦି ପକାଇଛନ୍ତି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷ ମ୍ୟାଚରେ, ବୈଭବ ୧୧ ବଲରୁ ମାତ୍ର ୮ ରନ କରିପାରିଛନ୍ତି। ଫଳସ୍ବରୂପ ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ସୂର୍ଯ୍ୟବଂଶୀଙ୍କ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୈଷୟିକ ତ୍ରୁଟିଗୁଡ଼ିକୁ ଚିହ୍ନଟ କରିଛନ୍ତି।

ବୈଭବ IPL 2026ର ତାଙ୍କର ପ୍ରଥମ ଚାରି ଇନିଂସରେ ୨୦୦ ରନ କରିଥିବାବେଳେ, ପରବର୍ତ୍ତୀ ତିନୋଟି ଇନିଂସରେ ସେ କେବଳ ୫୪ ରନ କରିପାରିଛନ୍ତି। ଲକ୍ଷ୍ନୌ ବନାମ ରାଜସ୍ଥାନ ମ୍ୟାଚ ସମୟରେ କମେଣ୍ଟ୍ରି ଦେବା ସମୟରେ ଆକାଶ ଚୋପ୍ରା ଉଲ୍ଲେଖ କରିଛନ୍ତି ଯେ, ନିଃସନ୍ଦେହରେ ବୈଭବଙ୍କର ଚମତ୍କାର ବ୍ୟାଟ ସ୍ବିଙ୍ଗ ଅଛି। ତଥାପି ଏହି ବ୍ୟାଟ ସ୍ବିଙ୍ଗରେ ଏକ ବଡ଼ ତ୍ରୁଟି ରହିଛି। ହଠାତ୍‌ ପୁଲ ସଟ ଖେଳିବା ପାଇଁ ସେ ନିଜକୁ ପ୍ରସ୍ତୁତ କରିବା ଆବଶ୍ୟକ। ଅତିରିକ୍ତ ବାଉନ୍ସର ବଲ୍‌କୁ ମାରିବା ସମୟରେ ସେ ଭୁଲ୍‌ କରି ବସୁଛନ୍ତି। ଫଳରେ ବଲଟି ତାଙ୍କ ବ୍ୟାଟର ଧାର ନେଇ ଉଇକେଟକିପର କିମ୍ବା ସ୍ଲିପ୍ସ କର୍ଡନ ଆଡ଼କୁ ଯିବାର ସମ୍ଭାବନା ବଢ଼ିଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?