ଭଏଁସା ପ୍ୟାକ୍ସରେ ଚଢ଼ାଉ: ମଣ୍ଡି ଆରମ୍ଭ ହେବା ପୂର୍ବରୁ ଗୋଦାମ ଗୃହରେ ଧାନ ୧୦୭ ବସ୍ତା

ପାଟଣାଗଡ, ୧୯।୫ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଭଏଁସା ପ୍ରାଥମିକ କୃଷି ସମବାୟ ସମିତିରେ ମଣ୍ଡି ଆରମ୍ଭ ହେବା ପୂର୍ବରୁ ଗୋଦାମ ଗୃହରେ ଧାନ ଗଚ୍ଛିତ ରଖାଯାଇଥିବା ଅଭିଯୋଗରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଛି।

ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଜଣେ ଯୁବ ଚାଷୀ ଏହି ଘଟଣା ସମ୍ପର୍କରେ ପାଟଣାଗଡ଼ ଉପଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଗୁରୁତ୍ୱ ଦେଇ ଉପଜିଲାପାଳ ମେହେର ଏଆରସିଏସ୍‌ (Assistant Registrar of Cooperative Societies)ଙ୍କୁ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।ଏହାପରେ ଏଆରସିଏସ୍‌ ରଥ ହେମ୍ବ୍ରମ ଓ ପୋଲିସ୍‌ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ମିଜିଷ୍ଟ୍ରେଟ୍‌ ଭାବେ ଅତିରିକ୍ତ ତହସିଲଦାର ହଲଧର ନିଆଲଙ୍କ ଉପସ୍ଥିତିରେ ଗୋଦାମ ଗୃହରେ ଯାଞ୍ଚ କରାଯାଇଥିଲା।

ଯାଞ୍ଚ ସମୟରେ ଗୋଦାମ ଭିତରେ ମୋଟ ୧୦୭ ବସ୍ତା ଧାନ ଗଚ୍ଛିତ ରହିଥିବା ଚିହ୍ନଟ କରାଯାଇଥିଲା। ପରେ ଏଆରସିଏସ୍‌ ପକ୍ଷରୁ ସେହି ଧାନ ବସ୍ତାଗୁଡ଼ିକୁ ଗୋଦାମରୁ ଉଠାଇ ନେବାକୁ ସମ୍ପୃକ୍ତ ଚାଷୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।ତଥାପି, ତଦନ୍ତକାରୀ ଦଳ ଧାନକୁ ଜବତ (ସିଜ୍‌) କରିବା ପ୍ରତି ନେଇନଥିବାରୁ ଏବଂ କେବଳ ଉଠାଇ ନେବାକୁ ନିର୍ଦ୍ଦେଶ ଦେଇଥିବାରୁ ଅଭିଯୋଗକାରୀ ଚାଷୀ ଅସନ୍ତୋଷ ପ୍ରକାଶ କରିଥିବା ସୂଚନା ମିଳିଛି। ଘଟଣାକୁ ନେଇ ଅଧିକ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri