Posted inଜାତୀୟ

ପ୍ରେମ ବିବାହ ପରେ ସ୍ତ୍ରୀଙ୍କୁ ପାଠ ପଢାଇଲେ, ଶିକ୍ଷୟିତ୍ରୀ ହେବା ପରେ ପ୍ରିନ୍ସପାଲ୍‌ଙ୍କ ସହ ସ୍ତ୍ରୀ ଫେରାର

ପାଟନା,୧୦।୭: ୟୁପିର ଜ୍ୟୋତି ମୌର୍ଯ୍ୟ ଏବଂ ଆଲୋକ ମୌର୍ଯ୍ୟଙ୍କ କାହାଣୀ ମନରୁ ଲିଭି ନ ଥିବାବେଳେ ବିହାରର ବୈଶାଳୀ ଜିଲାରେ ଏମିତି ଆଉ ଏକ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ପ୍ରଥମେ ପ୍ରେମ ବିବାହ ପରେ ସ୍ତ୍ରୀଙ୍କୁ ପାଠ ପଢାଇଥିଲେ, କିନ୍ତୁ ଶିକ୍ଷୟତ୍ରୀ ହେବାର ଦେଢ ବର୍ଷ ପରେ ସ୍ତ୍ରୀ ପ୍ରିନ୍ସିପାଲଙ୍କ ସହ ଫେରାର ହୋଇଯାଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ମହିପୁରା ଗାଁର ବାସିନ୍ଦା ଚନ୍ଦନ ୧୩ ବର୍ଷ ପୂର୍ବେ ସରିତା ନାମକ ଜଣେ ଯୁବତୀଙ୍କୁ ପ୍ରେମ ବିବାହ କରିଥିଲେ। ପରେ ସେ ସରିତାଙ୍କୁ ଆଗକୁ ବଢିବାକୁ ସୁଯୋଗ ଦେଇଥିଲେ ଏବଂ ତାଙ୍କୁ ଅଧ୍ୟୟନ ପାଇଁ ସମ୍ପୂର୍ଣ୍ଣ ସ୍ବାଧୀନତା ଦେଇଥିଲେ। ନିଜେ ଟଙ୍କା ଖର୍ଚ୍ଚ କରି ତାଙ୍କୁ ପଢାଇଥିଲେ। ଫେବୃଆରୀ ୨୦୨୨ରେ ସରିତା ସରକାର ଶିକ୍ଷୟିତ୍ରୀ ଭାବେ ନିଯୁକ୍ତି ପାଇଥିଲେ। ପ୍ରାୟ ଦେଢ ଼ବର୍ଷ ପରେ ସେ ସ୍କୁଲର ପ୍ରିନ୍ସପାଲଙ୍କ ସହ ଫେରାର ହୋଇଯାଇଛନ୍ତି। ଏ ନେଇ ଚନ୍ଦନ ଜୁଲାଇ ୭ରେ ଜାନ୍ଦା ପୋଲିସ ଷ୍ଟେଶନରେ ତାଙ୍କ ପତ୍ନୀ ଏବଂ ସ୍କୁଲ ପ୍ରିନ୍ସପାଲ ରାହୁଲ କୁମାରଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ ଏବଂ ତାଙ୍କ ସ୍ତ୍ରୀଙ୍କୁ ଫେରାଇ ଆଣିବାକୁ ପୋଲିସକୁ ଅନୁରୋଧ କରିଥିଲେ।
ଚନ୍ଦନ କହିଛନ୍ତି, ସେ ସରିତାଙ୍କୁ ତାଙ୍କ ଭଉଣୀଙ୍କ ଶାଶୁ ଘରେ ଭେଟିଥିଲେ, ଯାହା ପରେ ଦୁହେଁ ପ୍ରେମରେ ପଡିଥିଲେ। ଦୁହେଁ ୧୩ ବର୍ଷ ପୂର୍ବେ ବିବାହ କରିଥିଲେ। ଉଭୟଙ୍କର ୧୨ ବର୍ଷର ଝିଅ ଏବଂ ୭ ବର୍ଷର ପୁଅ ଅଛି। ୨୦୧୭ ରେ ସରିତା ଟିଇଟି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଫେବୃଆରୀ ୨୫, ୨୦୨୨ରେ ଶିକ୍ଷୟିତ୍ରୀ ଭାବରେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri