ଏପଟେ ଧାରଣା, ସେପଟେ ପ୍ରଚାର: ଧର୍ମଶାଳାରୁ ପ୍ରଚାର ଆରମ୍ଭ କଲେ ଭାଜପା ପ୍ରାର୍ଥୀ ସ୍ମୃତିରେଖା ପହି

ଯାଜପୁର,୩।୪: ଯାଜପୁର ଧର୍ମଶାଳା ଆସନକୁ ନେଇ ଭାଜପାରେ ଅସନ୍ତୋଷ ବଢି ଚାଲିଥିବାବେଳେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ପ୍ରାର୍ଥୀ ସ୍ମୃତିରେଖା ପହି । ଗୋଟିଏ ପଟେ ଆଶାୟୀ ପ୍ରାର୍ଥୀ ହିମାଂଶୁ ଶେଖର ସାହୁଙ୍କୁ ଦଳ ଟିକେଟ ଦେଇ ନ ଥିବାରୁ ରାଜ୍ୟ ଭାଜପା ମୁଖ୍ୟାଳୟରେ ଧାରଣାରେ ବସିଛନ୍ତି ସମର୍ଥକ । ସଂଧ୍ୟା ସୁଦ୍ଧା ଟିକେଟ ନ ମିଳିଲେ ସମୁହ ଇସ୍ତଫା ପାଇଁ ଚେତାବନୀ ଦେଇଛନ୍ତି । ଅନ୍ୟପଟେ କିନ୍ତୁ ଯାଜପୁରରେ ମାଆ ବିରଜାଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି ଭାଜପା ପ୍ରାର୍ଥୀ ସ୍ମୃତିରେଖା ପହି । ମାଆଙ୍କ ଆଶୀର୍ବାଦ ନେବା ପରେ ସମର୍ଥକଙ୍କ ସହ ପ୍ରଚାର ଆରମ୍ଭ କରିଛନ୍ତି । ଧର୍ମଶାଳା ଲୋକେ ପରିବର୍ତ୍ତନ ଚାହୁଁଥିବାରୁ ଏଥର ଧର୍ମଶାଳାରେ ଭାଜପା ଆସିବ ବୋଲି ସେ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri