Posted inଜାତୀୟ

ଭାଜପା ଡବଲ ଇଞ୍ଜିନ ନୁହେଁ , ଟ୍ରବଲ ଇଞ୍ଜିନ ସରକାର: କଂଗ୍ରେସ

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଭାଜପା ବିରୋଧରେ ଜୋରଦାର ବିଜ୍ଞାପନ ଅଭିଯାନ ଜାରି ରଖିଛି। ଶନିବାର ନିର୍ବାଚନ ଆୟୋଗଙ୍କ ଠାରୁ କଂଗ୍ରେସ ନୋଟିସ ପାଇଥିଲେ ମଧ୍ୟ ପୁଣି ଥରେ ବିଜ୍ଞାପନ ମାଧ୍ୟମରେ ଭାଜପା ଉପରେ ଆକ୍ରମଣ କରିଛି। ରବିବାର ପ୍ରକାଶିତ ଏକ ବିଜ୍ଞାପନରେ କଂଗ୍ରେସ ଭାଜପାକୁ ରାଜ୍ୟକୁ ଲୁଟି ଥିବାର ଅଭିଯୋଗ କରିଛି।
ଏହି ବିଜ୍ଞାପନରେ କଂଗ୍ରେସ କର୍ନାଟକ ସରକାରଙ୍କୁ ‘ଡବଲ ଇଞ୍ଜିନ ନୁହେଁ ଟ୍ରବଲ ଇଞ୍ଜିନ ସରକାର’ ବୋଲି ଦର୍ଶାଇଛି। ବିଜ୍ଞାପନରେ କଂଗ୍ରେସ ସମସ୍ତ ଅତ୍ୟାବଶ୍ୟକୀୟ ଜରୁରୀ ଦ୍ରବ୍ୟର ମୂଲ୍ୟ ୨୦୧୪ରେ ମୂଲ୍ୟ ସହ ତୁଳନା କରି ଭାଜପାକୁ ଟାର୍ଗେଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

୧୦ରେ ସିଜେପିର ଦିଲ୍ଲୀ ବିକ୍ଷୋଭ

ନୂଆଦିଲ୍ଲୀ,୪ା୧୦(ପି.ଟି.): ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାର ଯଦି ଇସ୍ତଫା ନ ଦିଅନ୍ତି, କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଅକ୍ଟୋବର ୧୦ରେ ନୂଆଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?