ଭୁବନେଶ୍ୱର, ୨୬।୧୧(ସ୍ପୋଟର୍ସ ବ୍ୟୁରୋ): ଶ୍ରୀଲଙ୍କାର କଲମ୍ବୋଠାରେ ଦକ୍ଷିଣ ଏସିଆ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ଏଥିରେ ଅଂଶଗ୍ରହଣ କରିବା ଲାଗି ଓଡ଼ିଶାର ଭାଲେନା ଭାଲେଣ୍ଟିନା, ବ୍ରତତି ବିଶ୍ୱପ୍ରଭା ପତି ଓ ମଧୁପ୍ରିୟା କଲମ୍ବୋ ଯାତ୍ରା କରିଛନ୍ତି। ଜାତୀୟ ପ୍ରତିଯୋଗିତାର ଫଳାଫଳ ଭିତ୍ତିରେ କରାଟେ ଇଣ୍ଡିଆ ଅର୍ଗାନାଇଜେଶନ (କେଆଇଓ) ଦ୍ୱାରା ଉପରୋକ୍ତ ୩ଜଣ ଓଡ଼ିଶାରୁ ଭାରତୀୟ ଦଳରେ ପ୍ରତିନିଧିତ୍ୱ କରିବା ସୁଯୋଗ ପାଇଛନ୍ତି। ଭାଲେଣ୍ଟିନା ମହିଳା ବ୍ୟକ୍ତିଗତ କାଟା, ମଧୁପ୍ରିୟା କ୍ୟାଡେଟ୍ ମହିଳା ବ୍ୟକ୍ତିଗତ କାଟା ଏବଂ ବ୍ରତତୀ ମହିଳା ୫୦ କିଗ୍ରା କୁମିତେ ପ୍ରତିଯୋଗିତାରେ ଭାଗ ନେବେ। ଓଡ଼ିଶା ରାଜ୍ୟ କରାଟେ ସଂଘ ସମ୍ପାଦକ ଡ. ଗୌରି ମହାନ୍ତି ଓ ଅନ୍ୟକର୍ମକର୍ତ୍ତାଗଣ ସେମାନଙ୍କର ଶୁଭକାମନା କରିଛନ୍ତି।
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…
ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
Archives


