ଭୁବନେଶ୍ୱର, ୨୬।୧୧(ସ୍ପୋଟର୍ସ ବ୍ୟୁରୋ): ଶ୍ରୀଲଙ୍କାର କଲମ୍ବୋଠାରେ ଦକ୍ଷିଣ ଏସିଆ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ଏଥିରେ ଅଂଶଗ୍ରହଣ କରିବା ଲାଗି ଓଡ଼ିଶାର ଭାଲେନା ଭାଲେଣ୍ଟିନା, ବ୍ରତତି ବିଶ୍ୱପ୍ରଭା ପତି ଓ ମଧୁପ୍ରିୟା କଲମ୍ବୋ ଯାତ୍ରା କରିଛନ୍ତି। ଜାତୀୟ ପ୍ରତିଯୋଗିତାର ଫଳାଫଳ ଭିତ୍ତିରେ କରାଟେ ଇଣ୍ଡିଆ ଅର୍ଗାନାଇଜେଶନ (କେଆଇଓ) ଦ୍ୱାରା ଉପରୋକ୍ତ ୩ଜଣ ଓଡ଼ିଶାରୁ ଭାରତୀୟ ଦଳରେ ପ୍ରତିନିଧିତ୍ୱ କରିବା ସୁଯୋଗ ପାଇଛନ୍ତି। ଭାଲେଣ୍ଟିନା ମହିଳା ବ୍ୟକ୍ତିଗତ କାଟା, ମଧୁପ୍ରିୟା କ୍ୟାଡେଟ୍ ମହିଳା ବ୍ୟକ୍ତିଗତ କାଟା ଏବଂ ବ୍ରତତୀ ମହିଳା ୫୦ କିଗ୍ରା କୁମିତେ ପ୍ରତିଯୋଗିତାରେ ଭାଗ ନେବେ। ଓଡ଼ିଶା ରାଜ୍ୟ କରାଟେ ସଂଘ ସମ୍ପାଦକ ଡ. ଗୌରି ମହାନ୍ତି ଓ ଅନ୍ୟକର୍ମକର୍ତ୍ତାଗଣ ସେମାନଙ୍କର ଶୁଭକାମନା କରିଛନ୍ତି।
ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍କା
ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…
ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର
ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…
ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ
ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…
କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…
ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…
ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ
ତେହରାନ୍,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…
ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍କା ଦେଲା ଆମେରିକା, ବିଶ୍ୱରେ ଚହଳ!
ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…
ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…
ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…
ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…
Archives

