Valentine Day: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଲେଖୁଛି ଲଭ୍‌ ଲେଟର୍‌

ଓ୍ବାଶିଂଟନ୍‌,୧୪।୨: ଏଆଇ ଅର୍ଥାତ୍‌ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବିପ୍ଲବ ମଣିଷ ସମାଜରେ ଖୁବ୍‌ ଗଭୀର ପ୍ରଭାବ ପକାଇଛି। ଏହା ମନୁଷ୍ୟର ହିତ ସାଧନ କରୁଛି ସତ ହେଲେ ଆଗକୁ ମଣିଷ ପାଇଁ ବିପଦ ଡାକି ଆଣୁଛି। ଭବିଷ୍ୟତରେ ଏଆଇ ମଣିଷର ସ୍ଥାନ ନେବ ବୋଲି ମଧ୍ୟ ଆଶଙ୍କା କରାଯାଉଛି। ନିକଟରେ ଏଆଇ ସମ୍ବନ୍ଧିତ ମାମଲା ସାମ୍ନାକୁ ଆସିଥିଲା। ଯେଉଁଥିରେ ଜଣେ ଯୁବକ ଏଆଇ ଦ୍ୱାରା ନିଜ ପ୍ରେମିକାଙ୍କୁ ଖୋଜି ପାଇଥିଲେ। ସେହିପରି ନିକଟରେ ହୋଇଥିବା ଏକ ସର୍ଭେରୁ ଜଣାପଡିଛି କି, ଭ୍ୟାଲେଣ୍ଟାଇନରେ ଯୁବପିଢି ଲଭ୍‌ ଲେଟର ଲେଖିବାକୁ ଏଆଇ ବ୍ୟବହାର କରୁଛନ୍ତି।
McAfee ର ନୂଆ ରିପୋର୍ଟରେ ଏନେଇ ଖୁଲାସା ହୋଇଛି। ସିକ୍ୟୁରିଟି ସଫ୍ଟଓ୍ବୟାର କରିଥିବା ସର୍ଭେ ଅନୁଯାୟୀ, ଏଥର ଭ୍ୟାଲେଣ୍ଟାଇନ ଓ୍ବିକ୍‌ରେ ଏଆଇ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛି। କାରଣ ପ୍ରାୟ ୫୬ପ୍ରତିଶତ ଲୋକ ନିଜ ପ୍ରେମୀଙ୍କୁ ଲଭ୍‌ ଲେଟର ଲେଖିବାକୁ ଏଆଇ ବ୍ୟବହାର କରିଛନ୍ତି। ୨୧ପ୍ରତିଶତ ଲୋକ କହିଛନ୍ତି, ଲଭ୍‌ ଲେଟର ଲେଖିବାକୁ ସମୟ ନ ଥିବାରୁ ସେମାନେ ଏଆଇର ସାହାଯ୍ୟ ନେଇଛନ୍ତି।

ଏହି ରିପୋର୍ଟର ନାଁ ରହିଛି ମଡର୍ଣ୍ଣ ଲଭ୍‌। ଏହି ସର୍ଭେରେ ୭ଟି ଦେଶର ୭ହଜାର ଲୋକ ସାମିଲ୍‌ ହୋଇଥିଲେ। ଏଥିରେ ଜଣାପଡିଥିଲା କି, ପ୍ରାୟ ଏକ ଚର୍ତୁଥାଂଶ ଲୋକ ଳଭ୍‌ ଲେଟର ଲେଖିବା ପାଇଁ ଓପନଏଆଇର ଚାଟ୍‌ଜିପିଟି, ଗୁଗୁଲ ଜେମିନି ଓ ମାଇକ୍ରୋସଫ୍ଟର ପାଇଲଟ ଟୁଲ୍‌କୁ ବ୍ୟବହାର କରୁଛନ୍ତି। ଏହି ଏଆଇ ଟୁଲ୍‌ ବ୍ୟବହାର କରି ସେମାନେ ନିଜ ପ୍ରେମିକାଙ୍କ ପାଖରେ ପ୍ରେମ ନିବେଦନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭॥୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri