Valentine Week: ମନର ମଣିଷକୁ ଅନ୍ୟ ସହ ତୁଳନା…

ଫେବୃୟାରୀ ପ୍ରଥମ ସପ୍ତାହରୁ ପ୍ରେମ ସପ୍ତାହ ଆରମ୍ଭ ହୋଇଯାଏ ବୋଲି କହିଲେ ଭୁଲ ହେବ ନାହିଁ। ଫେବୃୟାରୀ ୭ ରୋଜ ଡେରୁ ଆରମ୍ଭ କରି ୨୧ ତାରିଖ ବ୍ରେକ୍‌ଅପ୍‌ ଡେ ପର୍ଯ୍ୟନ୍ତ ପ୍ରତିଟି ଦିନକୁ ପାଳନ କରିବାକୁ ଆଜିର ଯୁବପିଢ଼ି ଆଗଭର। ଅନେକେ ଏହି ଦିନକୁ ବର୍ଷ ତମାମ ଅପେକ୍ଷା କରିଥାନ୍ତି। ରୋଜ୍‌ ଡେ’ରେ ପ୍ରେମିକା ଅଥବା ପ୍ରେମିକ ନିଜର ସାଥୀଙ୍କୁ ଗୋଲାପ ଦେବା ପରେ ପ୍ରପୋଜ୍‌ ଡେ’ରେ ପ୍ରେମ ନିବେଦନ କରିଥାନ୍ତି। ଏହା ପରେ ପଛକୁ ପଛ ଥାଏ ଅନେକ ଉପହାର ଥିବା ଦିବସମାନ। ବର୍ତ୍ତମାନ ସମୟକୁ ଯଦି ଦେଖାଯାଏ ତେବେ ପ୍ରେମିକାପ୍ରେମିକଙ୍କ ସଂଖ୍ୟାରେ ଅହେତୁକ ବୃଦ୍ଧି ପାଉଛି । କେବଳ ତାହା ନୁହେଁ ସମ୍ପର୍କରେ ଛୋଟ ଛୋଟ କଥାକୁ ନେଇ ତିକ୍ତତା ଆସିବା ଦ୍ୱାରା ଏହି ସମ୍ପର୍କ ଦିନ କେତେଟାରେ ଭାଙ୍ଗୁଥିବା ମଧ୍ୟ ଦେଖିବାକୁ ମିଳୁଛି। ଏସବୁ ସମସ୍ୟାରୁ ଦୂରେଇ ରହି ନିଜ ସମ୍ପର୍କକୁ ମଜଭୁତ କରିବା ନିମନ୍ତେ ଜାଣନ୍ତୁ କିଛି ଟିପ୍ସ।

କିଛି ବି ସମସ୍ୟା ଆସିଲେ ମଧ୍ୟ ସାଥୀଙ୍କ ସହ କଥାବାର୍ତ୍ତା ବନ୍ଦ କରନ୍ତୁ ନାହିଁ। ସାଥୀଙ୍କ ସହ କଥାବାର୍ତ୍ତା ହେଉଥିଲେ ଯେକୌଣସି ସମସ୍ୟା ସହଜରେ ସମାଧାନ ହୋଇପାରେ।
-ସାଥୀଙ୍କୁ ଅନ୍ୟ ସହ ତୁଳନା କରନ୍ତୁ ନାହିଁ। ଆପଣଙ୍କ ସାଥୀ ହିଁ ଶ୍ରେଷ୍ଠ ଏପରି ବିଚାର କରନ୍ତୁ ଏବଂ ଆପଣ ତାଙ୍କ ବିଷୟରେ ଠିକ୍‌ ଏପରି ଭାବନ୍ତି ବୋଲି ତାଙ୍କୁ ଅନୁଭବ କରାନ୍ତୁ।

-ସାମାନ୍ୟ କଥାରେ ସମ୍ପର୍କ ଭାଙ୍ଗନ୍ତୁ ନାହିଁ। ମନେ ରଖନ୍ତୁ ଏପରି ଛୋଟ ଛୋଟ କଳି ଝଗଡ଼ା ଆପଣଙ୍କ ସମ୍ପର୍କକୁ ଦୃଢ଼ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

୧୬ଦିନରେ ୨ଟା ଗ୍ରହଣ: ସତ୍ତାରୁ ସୀମା ଯାଏ ବଡ଼ ହଲଚଲ! ଭାରତୀୟଙ୍କ ଉପରେ ମାଡ଼ି ଆସୁଛି ବଡ଼ ବିପଦ

ଅଗଷ୍ଟ ମାସ ବିଶେଷ ହେବାକୁ ଯାଉଛି। ଏହି ମାସରେ ମାତ୍ର ୧୬ ଦିନ ମଧ୍ୟରେ ସୂର୍ଯ୍ୟ ଓ ଚନ୍ଦ୍ର ଉଭୟଙ୍କ ଉପରେ ଗ୍ରହଣର ଛାୟା ପଡ଼ିବ। ପ୍ରଥମ…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଶ୍ରାବଣ ମାସର ପ୍ରଥମ ସୋମବାର; ଏହି ରାଶି ଉପରେ ରହିବ ମହାଦେବଙ୍କ କୃପା, ହେବ ଧନବର୍ଷା

ଶ୍ରାବଣ ମାସର ଏହି ପ୍ରଥମ ସୋମବାରରେ, ଚନ୍ଦ୍ର କୁମ୍ଭ ରାଶିରୁ ମୀନ ରାଶିକୁ ଗୋଚର କରିଛନ୍ତି । ମଙ୍ଗଳ ବୃଷ ରାଶିରୁ ମିଥୁନ ରାଶିକୁ ସ୍ଥାନାନ୍ତରିତ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri