Posted inଫୁରସତ

ଭାଲେଣ୍ଟାଇନ୍‌ ସପ୍ତାହରେ ଚମକିବ ଏହି ୫ ରାଶିର ଭାଗ୍ୟ, ଜାଣନ୍ତୁ ଏଥିରେ ଆପଣ…

ଫେବୃୟାରୀ ୭ରୁ ୧୪ ପର୍ଯ୍ୟନ୍ତ ଭାଲେଣ୍ଟାଇନ୍‌ ସପ୍ତାହ ପାଳନ କରାଯାଏ । ଏହି ସପ୍ତାହ ରୋଜ ଡେରୁ ଆରମ୍ଭ ହୋଇଥାଏ। ଯୁବବର୍ଗ ସେମାନଙ୍କ ପ୍ରେମିକା ପ୍ରେମିକଙ୍କୁ ଖୁସି କରିବାକୁ ନିଜର କୌଣସି ଉପୟା ଛାଡନ୍ତି ନାହିଁ। ଗୋଲାପ ମାଧ୍ୟମରେ ଆଜିର ଯୁବପିଢ଼ି ନିଜ ନିଜର ପାର୍ଟନରଙ୍କୁ ପ୍ରପୋଜ କରିଥା’ନ୍ତି। କାରଣ ପ୍ରେମର ପ୍ରତୀକ ହେଉଛି ଗୋଲାପ। ଏହା ସମସ୍ତଙ୍କୁ ଆକର୍ଷିତ କରିଥାଏ। ରୋଜ ଡେ’ରେ ପ୍ରେମୀଯୁଗଳ ନିଜ ମନକଥା ଗୋଲାପ ଜରିଆରେ ସାଥୀ ନିକଟରେ ପ୍ରକାଶ କରିଥାନ୍ତି।
ତେବେ ଭାଲେଣ୍ଟାଇନ୍‌ ସପ୍ତାହରେ କେତେଗୁଡିଏ ରାଶିର ଭାଗ୍ୟ ଚମକିବ

ଜ୍ୟୋତିଷ ସାସ୍ତ୍ର ଅନୁଯାୟୀ,

ମେଷ: ଏହି ରାଶିର ଲୋକମାନେ ଶୁଭ ଫଳାଫଳ ପାଇବେ। ସେମାନେ ଏହି ସପ୍ତାହରେ ବହୁତ ଟଙ୍କା ରୋଜଗାର କରିପାରିବେ। ଏବଂ ପାରିବାରିକ ଜୀବନ ସୁଖମୟ ହେବ ।

ବୃଷ: ଚାକିରି କରୁଥିବା ଲୋକମାନେ ଏକ ଉଚ୍ଚ ପଦବୀ ପାଇପାରିବେ। ଛାତ୍ରମାନେ ସଫଳତା ପାଇପାରିବେ। ଯାତ୍ରା କରିବାର ସମ୍ଭାବନା ଅଛି ।

ତୁଳା : ଏହି ରାଣିର ବ୍ୟକ୍ତିଙ୍କ ଆୟର ଉତ୍ସ ବୃଦ୍ଧି ପାଇବ ଏବଂ ଟଙ୍କା ସମ୍ବନ୍ଧୀୟ ଚିନ୍ତା ହ୍ରାସ ପାଇବ। ପାରିବାରିକ ପରିବେଶ ଭଲ ରହିବ ।

ବିଛା କାର୍ଯ୍ୟରେ ସଫଳତା ମିଳିବ। ଚାକିରିରେ ପଦୋନ୍ନତି ପାଇବେ।

ମୀନ: ବ୍ୟବସାୟୀଙ୍କୁ ଲାଭ ମିଳିବା ସମ୍ଭାବନା ରହିଛି। ପିଲାମାନଙ୍କଠାରୁ ସମର୍ଥନ ପାଇବେ। ଯାତ୍ରା କରିବାର ସମ୍ଭାବନା ସହ ଟଙ୍କା ହାସଲ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri