ରିଲାଏନ୍ସ ଜୁଏଲ୍ସର ଭାଲେଣ୍ଟାଇନ୍ସ କଲେକ୍‌ସନ

ନୂଆଦିଲ୍ଲୀ,୧୦।୨:ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲର୍ସର ‘ଭାଲେଣ୍ଟାଇନ୍ସ ଡେ କଲେକ୍ସନ’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ଭାଲେଣ୍ଟାଇନ୍ସ୍‌ ଡେ ଅବସରରେ ‘ଖୁଦ୍‌ ସେ ଭି ପ୍ୟାର୍‌ କରୋ’ ବା ଆପଣଙ୍କର ଚମକ ସହ ସାରା ବିଶ୍ୱକୁ ଚମକାଇ ଦିଅନ୍ତୁ ଥିମ୍‌କୁ ନେଇ ଏହାର ଶୁଭାରମ୍ଭ କରାଯାଇଛି। ସେହିଭଳି ଏହାକୁ ପାଳନ କରିବା ପାଇଁ ରିଲାଏନ୍ସ ଜୁଏଲ୍ସ ଏକ ସୁନ୍ଦର ଡାଇମଣ୍ଡ ଜୁଏଲେରି କଲେକ୍ସନର ମଧ୍ୟ ଶୁଭାରମ୍ଭ କରିଛି। ଏଥିରେ ଆକର୍ଷଣୀୟ ଡିଜାଇନର ବ୍ରେସ୍‌ଲେଟ୍‌ ଓ ରିଂ ସହ କର୍ଭି ଫର୍ମ ଓ ମୋଟିଫ୍‌ କମ୍ପୋଜିଟ୍‌ ଡାଇମଣ୍ଡ ସେଟିଂ ରହିଛି, ଯାହାକି ଆପଣଙ୍କୁ ଏକ ଆକର୍ଷଣୀୟ ରୂପ ପ୍ରଦାନ କରିଥାଏ। ଏହି ନୂତନ କଲେକ୍ସନ ସହ ରିଲାଏନ୍ସ ଜୁଏଲ୍ସ ମଧ୍ୟ ଏକ ସ୍ବତନ୍ତ୍ର ଅଫରର ଶୁଭାରମ୍ଭ କରିଛି, ଯାହାର ନାମ ହେଉଛି ‘ଡ୍ରିମ୍‌ ଡାଏମଣ୍ଡ ସେଲ୍‌’। ଏହା ଫେବୃୟାରୀ ୧୪ପର୍ଯ୍ୟନ୍ତ ରହିବ। ଏହା ରିଲାଏନ୍ସ ଜୁଏଲ୍ସର ଡାଏମଣ୍ଡ ଉପତ୍ାଦ ଗୁଡ଼ିକ ଉପରେ ଇନ୍‌ଭଏସ୍‌ ମୂଲ୍ୟରେ ୨୫% ରିହାତି ପ୍ରଦାନ କରେ। ପାଟ୍ରନ୍‌ ମାନେ ମଧ୍ୟ ସେମାନଙ୍କର ପ୍ରିୟ ଡାଇମଣ୍ଡ ଜୁଏଲେରିକୁ ବାଛିବା ସମୟରେ ଏହାକୁ ଉପଲବ୍ଧ କରିପାରିବେ। ଏ ସମ୍ପର୍କରେ ରିଲାଏନ୍ସ ଜୁଏଲ୍ସର ସିଇଓ ସୁନୀଲ ନାୟକ କହିଛନ୍ତି, ଚଳିତ ପ୍ରେମ ଋତୁରେ ଆମେ ଆମର ସମ୍ମାନନୀୟ ପାଟ୍ରନଙ୍କ ସହ ନିଜକୁ ଭଲ ପାଇବାର ବାସ୍ତବିକ ଅର୍ଥକୁ ଗ୍ରହଣ କରିଛି, ଯାହାକି ସ୍ବପ୍ରେମ ଦ୍ୱାରା ଅନୁପ୍ରେରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri