ଭାଲେଣ୍ଟାଇନ ଡେ’ରେ ସ୍ୱତନ୍ତ୍ର ଡୁଡଲ କରି ପ୍ରେମର ବାର୍ତ୍ତା ଦେଲା ଗୁଗଲ

ନୂଆଦିଲ୍ଲୀ,୧୪ ।୨: ବିଶେଷ ଦିନମାନଙ୍କରେ ଡୁଡଲ କରି ସଭିଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଉଥିବା ବିଶ୍ୱର ଅଗ୍ରଣୀ ସର୍ଚ୍ଚ ଇଞ୍ଜିନ ଗୁଗଲ ଏଥର ଭାଲେଣ୍ଟାଇନ ଡେ’ ୨୦୨୨ ଅବସରରେ ବି ସ୍ୱତନ୍ତ୍ର ଡୁଡଲ ତିଆରି କରିଛି । ଡୁଡଲରେ ଏଥର ହାମଷ୍ଟର(ପକ୍ଷୀ)ର ଯୋଡିକୁ ପ୍ରତିକ ଭାବେ ନେଇ ଗୁଗଲ ସାରା ବିଶ୍ୱକୁ ପ୍ରେମର ବାର୍ତ୍ତା ଦେଇଛି । ଏହା ଏହି ପକ୍ଷୀ ଯୁଗଳକୁ ପୁଣିଥରେ ଏକାଠି ହେବାର ବାର୍ତ୍ତା ଦେଇଛି । ଏହି ପକ୍ଷୀଦ୍ୱୟ ଭୁଲରେ ଅଲଗା ହୋଇଯାଇଥିଲେ । ଗୁଗଲ ଏହି ହାମଷ୍ଟର ପକ୍ଷୀ ଯୋଡିଙ୍କୁ ନିଜ ଲୋଗୋ ସହ ପ୍ରସ୍ତୁତ କରିଛି ।
ବିଶ୍ୱକୁ ପ୍ରେମର ବାର୍ତ୍ତା ଦେଉଥିବା ସନ୍ଥ ଭାଲେଣ୍ଟାଇନଙ୍କ ସ୍ମୃତିରେ ଏହି ଦିବସ ସାରା ବିଶ୍ୱରେ ପାଳନ କରାଯାଇଥାଏ । ବିଶେଷ ଭାବେ ପ୍ରେମୀ ଯୁଗଳ ଏହାକୁ ବିଶେଷ ଢଙ୍ଗରେ ପାଳନ କରି ଥାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri