ଜୟଆଲୁକ୍କାସ ପକ୍ଷରୁ ଭାଲେଣ୍ଟାଇନ୍‌ ସ୍ବତନ୍ତ୍ର ‘ବି ମାଇନ’ ଉନ୍ମୋଚିତ

ନୂଆଦିଲ୍ଲୀ,୮।୨: ଅନ୍ତରାଷ୍ଟ୍ରୀୟ ଅଳଙ୍କାର ବ୍ରାଣ୍ଡ୍‌ ଜୟଆଲୁକ୍କାସ ପକ୍ଷରୁ ଭାଲେଣ୍ଟାଇନ୍ସ ଡେ ସ୍ବତନ୍ତ୍ର କଲେକ୍ସନ ‘ବି ମାଇନ’ର ଉନ୍ମୋଚନ କରାଯାଇଛି। ଏପରିକି ଚଳିତ ବର୍ଷର ଭାଲେଣ୍ଟାଇନ୍‌ ଡେକୁ ଅଧିକ ରଙ୍ଗିନ ଓ ସ୍ବତନ୍ତ୍ର କରିବା ପାଇଁ ପ୍ରତିଷ୍ଠାନ ଅନେକ ପ୍ରକାର ଡିଜାଇନ ସମ୍ଭାର ଉପଲବ୍ଧ କରାଇଛି। ବିଶେଷକରି ଚଳିତ ବ୍ରାଣ୍ଡ୍‌ ପକ୍ଷରୁ ଭାଲେଣ୍ଟାଇନ୍ସ ଡେ ଅବସରରେ ଆକର୍ଷଣୀୟ ଅଫର ଓ ରିହାତି ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ହୀରା ଗହଣାର ଅଳଙ୍କାର ଉପରେ ୨୫% ରିହାତି ପ୍ରଦାନ କରାଯାଉଛି। ଏହି ସ୍ବତନ୍ତ୍ର ଅପର ଚଳିତ ମାସ ୧୪ ତାରିଖ ପର୍ଯ୍ୟନ୍ତ ଉପଲବ୍ଧ ରହିବ। ଏ ସମ୍ପର୍କରେ ଜୟଆଲୁକ୍କାସର ଏମ୍‌ଡି ଜୟ ଆଲୁକ୍କାସ କହିଛନ୍ତି, ଚଳିତ ବର୍ଷର ଭାଲେଣ୍ଟାଇନ୍ସ ଡେକୁ ଅଧିକ ଆକର୍ଷଣୀୟ ଓ ରୋମାଞ୍ଚତ୍ତ କରିବା ପାଇଁ ‘ବି ମାଇନ’ର ଶୁଭାରମ୍ଭ କରାଯାଇଛି। ଏହା ଜରିଆରେ ଆମେ ସବୁ ବର୍ଗର ଗ୍ରାହକଙ୍କ ନିକଟତର ହେବା ସହ ପ୍ରେମର ପର୍ବକୁ ମଧ୍ୟ ପାଳନ କରିବାରେ ସହାୟକ ହେବୁ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri