ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ ଭ୍ୟାଲିଡେସନ ଆକ୍ଟର ପ୍ରତ୍ୟାହାର ନିମନ୍ତେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲାପାଳ, କେନ୍ଦୁଝରଙ୍କ ଜରିଆରେ ପ୍ରଦାନ କରାଯାଇଛି। ଏହି ଆକ୍ଟ ପେନ୍‌ସନ୍‌ ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୂଣ୍ଣ କରୁଛି ବୋଲି ସଂଘର ସଭାପତି ସଞ୍ଜୟ ବସନ୍ତ ଚକ୍ର ଓ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା କହିଛନ୍ତି। ଏ ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ ଅନୁରୋଧ କରି ସାରା ଭାରତ ବର୍ଷର ପେନ୍‌ସନ୍‌ଧାରୀ ଏହି ସ୍ମାରକପତ୍ର ପ୍ରଦାନ କରିବା ସହିତ ଏହି ଆକ୍ଟ ପ୍ରତ୍ୟାହାର ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରିବାକୁ ନିଷ୍ପତ୍ତି ନିଆଯାଇଛି।

ଏହି ସ୍ମାରକପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ସଂଘର କ୍ଷୀରୋଦ କୁମାର ରାଉତ, ସ୍ପପ୍ନେଶ୍ୱର ସାହୁ, ଭିକାରୀ ଚରଣ ସାହୁ, କାଶୀନାଥ ମହାନ୍ତ, ଗୌରହରି ଗିରି, ଦିଗାମ୍ବର ଗିରି, ଉପେନ୍ଦ୍ର ମହାନ୍ତ, ଶ୍ରୀଚରଣ ରାଉତ, ନରେନ୍ଦ୍ର କୁମାର ପ୍ରଧାନ, ନୀଳମଣି ସାମଲ, ଯୋଗେନ୍ଦ୍ର ସେଠୀ, ଦ୍ୱିତୀକୃଷ୍ଣ ବେହେରା, ରମାକାନ୍ତ ପ୍ରଧାନ, ଦୋଳଗୋବିନ୍ଦ ପ୍ରଧାନ ସୁଶୀଲ କୁମାର ନାୟକ, ବଳରାମ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri