ଗୋବର ଦ୍ୱାରା କମ୍ ହେବ ରେଡିଏଶନ!

ନୂଆଦିଲ୍ଲୀ,୧୩ ।୧୦: ଅନେକ ସମୟରେ ଗାଈ ଗୋବରକୁ ନେଇ ବିଭିନ୍ନ ପ୍ରକାର ଦାବି କରାଯାଉଛି । ଆଉ ଏହାପରେ ଏହାକୁ ନେଇ ବିବାଦ ବି ମୁଣ୍ଡ ଟେକୁଛି । ପୁଣିଥଣେ ଏହି ଗାଈ ଗୋବରକୁ ନେଇ ଦାବି କରାଯାଇଛି କି ଏହା ରେଡିଏଶନକୁ କମ୍ କରିଥାଏ । ଏହି ଦାବି କରିଛନ୍ତି ରାଷ୍ଟ୍ରୀୟ କାମଧେନୁ ଆୟୋଗ(ଆର୍‌କେଏ)ର ଅଧ୍ୟକ୍ଷ ବଲ୍ଲଭଭାଇ କଥିରିୟା । ସୋମବାର ‘କାମଧେନୁ ଦୀପାବଳି ଅଭିଯାନ’ କାର୍ଯ୍ୟକ୍ରମରେ କଥିରିୟା ଗାଈ ଗୋବରରୁ ପ୍ରସ୍ତୁତ ଏକ ଜିନିଷ ଦେଖାଇଥିଲେ । ଏହାକୁ ନେଇ ସେ ଦାବି କରିଥିଲେ କି ଏହା ମୋବାଇଲ ଫୋନରୁ ବାହାରୁଥିବା ବିକିରଣକୁ ଅନେକାଂଶରେ କମ୍ କରିବ । ସେ କହିଥିଲେ ଏହା ଏକ ରେଡିଏଶନ ଚିପ୍ । ଯଦି କେହି ବ୍ୟକ୍ତି ଏହାକୁ ତାଙ୍କ ମୋବାଇଲରେ ଲଗାଇ ଦିଅନ୍ତି ତେବେ ଏହା ରେଡିଏଶନକୁ କମ୍ କରିଦେବ । ତେଣୁ ମୋବାଇଲ ଦ୍ୱାରା ସୃଷ୍ଟି ହେଉଥିବା ରୋଗକୁ ଏହା କମ୍ କରିବାରେ ସାହାଯ୍ୟ କରିବ । ସେହି ଚିପ୍‌ର ନାମ ଗୌସତ୍ୱ କବଚ ଦିଆଯାଇଛି । ଏହା ଗୁଜରାଟର ରାଜକୋଟରେ ଥିବା ଶ୍ରୀଜି ଗୋଶାଳା ଦ୍ୱାରା ପ୍ରସ୍ତୁତ କରାଯାଇଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri