ଗୋରୁ ବୋଝେଇ ଭ୍ୟାନ ଜବତ, ୩ ଗିରଫ

ରୂପସା, ୩୧।୧୦(ଡି.ଏନ.ଏ.): ବାଲେଶ୍ୱର ୬୦ ନଂ. ଜାତୀୟ ରାଜପଥର ବସ୍ତା ଥାନା ଅଧୀନ ନଳବାହାର ଛକ ନିକଟରେ ପୋଲିସ ସୋମବାର ଚଢାଉ କରି ୨ଟି ଗୋରୁ ବୋଝେଇ ଭ୍ୟାନ୍‌ ଜବତ କରିଛି। ଏଥିସହ ୩ ବ୍ୟବସାୟୀଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଜଗତସିଂହପୁର ଥାନା ଉହଳା ଅଞ୍ଚଳର ଦୁଇ ଭାଇ ମିର୍ଜା ଜାବିଦ ବେଗ ଓ ମିର୍ଜା ଜୁବେର ବେଗ, ରମ୍ଭାଦେଇପୁର ଗ୍ରାମର ଅଭିଜିତ ଜେନା। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା (ନଂ. ୨୭୬/୨୨) ରୁଜୁ ହୋଇ ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ରାଜପଥ ଦେଇ ଭ୍ୟାନ(ନଂ. ଓଡ଼ି୦୫ବିଏଫ୍‌-୧୨୯୧ ଓ ଓଡ଼ି୦୫ବିଏଫ୍‌-୧୯୦୫) ଯୋଗେ ୬ଟି ଗୋରୁ ବୋଝେଇ ହୋଇ ବେଆଇନ ଭାବେ ପଶ୍ଚିମବଙ୍ଗକୁ ଚୋରାଚାଲାଣ ହେଉଥିଲା। ଖବରପାଇ ଆଇଆଇସି ବାରିଣୀ ଦାସଙ୍କ ନେତୃତ୍ୱରେ ଏଏସ୍‌ଆଇ କମଳାକାନ୍ତ ନାୟକ ସଦଳବଳେ ଚଢ଼ାଉ କରି ସବୁ ଗୋରୁକୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସମର୍ଥ ହୋଇଥିଲେ। ଉଦ୍ଧାର ଗୋରୁକୁ ରେମୁଣାସ୍ଥିତ ଗୋଶାଳାରେ ଛଡ଼ାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ସିଲାବସରେ ସଞ୍ଜୟଙ୍କ ଭୂଗୋଳ ବହି

କୋକସରା,୧୭ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) ଓଡ଼ିଶା ଏବଂ ଜମ୍ମୁ-କଶ୍ମୀର ପରେ ଏବେ ଆସାମ ରାଜ୍ୟର ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର କଳାହାଣ୍ଡି ଜିଲାର ସୁନାମଧନ୍ୟ ଅଧ୍ୟାପକ ସଞ୍ଜୟ କୁମାର…

ବନ୍ୟାଜଳ ପରିଚାଳନାରେ ଅବହେଳା ଅଭିଯୋଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଥାନାରେ ଏତଲା

ଭଞ୍ଜନଗର, ୧୭/୧୧ (ବାବୁଲା ପ୍ରଧାନ): ଗତ ଅକ୍ଟୋବର ୨୯ ତାରିଖରେ ଭଞ୍ଜନଗର ଅଞ୍ଚଳରେ ଘଟିଥିବା ଭୟାବହ ବନ୍ୟା ପାଇଁ ବିଭିନ୍ନ ଜଳଭଣ୍ଡାରର ଜଳ ପରିଚାଳନାରେ ଅବହେଳା ଏବଂ…

ତିକ୍ଷୀରିରେ ବୁଲିଲା ବୁଲଡୋଜର୍: ୧୨୪ ଜବରଦଖଲ ଗୃହ ଉଚ୍ଛେଦ ଅଭିଯାନ

ମହାକାଳପଡ଼ା, ୧୭/୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅନ୍ତର୍ଗତ ବହୁଚର୍ଚ୍ଚିତ ତିକ୍ଷୀରି ପଞ୍ଚାୟତର ଟିଖିରୀ ମୌଜାରେ ସରକାରୀ ଜମି ଜବରଦଖଲ କରି ନିର୍ମାଣ…

ବାତ୍ୟାକୁ ନେଇ ୨ଦିନ ସ୍କୁଲ ଛୁଟି ଘୋଷଣା, ଜାଣନ୍ତୁ କେଉଁଠି?

ଭୁବନେଶ୍ୱର, ୧୭।୧୧: ଆସୁଛି ବାତ୍ୟା ଅକୱାନ୍ । ଆଜି ରାତି ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇପାରେ ବାତ୍ୟା । ବାତ୍ୟାର ନୂଆ ଟ୍ରାକ୍ ମଧ୍ୟ ଜାରି…

କଣ୍ଟିଲୋ ନୀଳମାଧବ ଜୀଉଙ୍କ ପୀଠରେ ଧୁମ୍‌ଧାମ୍‌ରେ ପାଳିତ ହେଲେ ଗୋଷ୍ଠାଷ୍ଟମୀ

ଖଣ୍ଡପଡ଼ା,୧୭ା୧୧(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡା, ଖଳିସାହି, କୋସକା, ଜଗନ୍ନାଥପ୍ରସାଦ, ବେଣାଗାଡିଆ, ସିଧାମୂଳା, ଶାଳଝରିଆ ଆଦି ଅଞ୍ଚଳରେ ମଙ୍ଗଳବାର ଗୋଷ୍ଠାଷ୍ଟମୀ ଉତ୍ସବ ପାରମ୍ପରିକ ରୀତିରେ ଅନୁଷ୍ଠିତ…

ଦାରିଙ୍ଗବାଡ଼ି ପର୍ଯ୍ୟଟନରେ ଯୋଡ଼ିହେଲା ନୂଆ ଫର୍ଦ୍ଦ, ଉଦ୍‌ଘାଟିତ ହେଲା ‘ରୁରାଲିଆ’

ଦାରିଙ୍ଗବାଡ଼ି, ୧୭/୧୧ (ଅରୁଣ ସାହୁ): ଓଡ଼ିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିର ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ମନୋରମ ପରିବେଶ ରାଜ୍ୟ ତଥା ରାଜ୍ୟ ବାହାରର ପର୍ଯ୍ୟଟକଙ୍କୁ ସର୍ବଦା…

ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀଙ୍କୁ କୁରାଢ଼ିରେ ହାଣି ହତ୍ୟା: ସ୍ବାମୀଙ୍କୁ ମଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧୭।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ତ୍ରୀଙ୍କୁ କୁରାଢ଼ିରେ ହାଣି ହତ୍ୟା ମାମଲାର ବିଚାର କରି କେନ୍ଦୁଝର ଜିଲା ଓ ଦୌରାଜଜ ଗୋପାଳ ଚନ୍ଦ୍ର ବେହେରା ମଙ୍ଗଳବାର ରାୟ ପ୍ରକାଶ…

ବାତ୍ୟା ମୁକାବିଲା ପାଇଁ ଗଞ୍ଜାମ ବ୍ଲକରେ ସିଡିଓଙ୍କ ସମୀକ୍ଷା, ସ୍ଥାନାନ୍ତର ପାଇଁ ପ୍ରଶାସନର ପ୍ରସ୍ତୁତି

ଗଞ୍ଜାମ,୧୭।୧୧ (ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’କୁ ନେଇ ସଜାଗ ହୋଇଉଠିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ବାତ୍ୟାର ମୁକାବିଲା ଓ ଜନସାଧାରଣଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?