ଓଲଟିଲା ମଦ ବୋଝେଇ ଭ୍ୟାନ୍‌: ଚାପି ହୋଇ ଚାଲିଗଲା ହେଲପରଙ୍କ ଜୀବନ

କୁଜଙ୍ଗ,୧୮।୨(ମନୋଜ ପ୍ରଧାନ): ଜଗତସିଂହପୁର ଜିଲା କୁଜଙ୍ଗ ବଜାର କୃଷି ଫାର୍ମ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମଦ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌(ନଂ,ଓଆର୍‌୦୫ଏଏସ୍‌-୬୧୨୫) ଦୁର୍ଘଟଣା ଗ୍ରସ୍ତ ହୋଇ ତାଳଦଣ୍ଡା କେନାଲ ମଧ୍ୟକୁ ଓଲଟି ପଡିଛି। ଦୁର୍ଘଟଣାରେ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ କେନାଲ ମଧ୍ୟରୁ ଗାଡ଼ିକୁ ଉଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ଗାଡିଟି କଟକରୁ ମଦ ବୋଝେଇ କରି ପାରାଦୀପ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ଏକ ବାଲି ବୋଝେଇ ହାଇୱାକୁ ସାଇଡି ଦେବାରୁ ଯାଇ ଭ୍ୟାନ୍‌ଟି ଭାରସାମ୍ୟ ହରାଇ କେନାଲକୁ ଖସି ପଡ଼ିଥିବା ଆଲୋଚନା ହେଉଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri