ଟ୍ରକ୍‌କୁ ପଛରୁ ପିଟିଲା ଭ୍ୟାନ୍‌: ୧୩ ଯବାନ ଆହତ

ଅନୁଗୋଳ,୨।୮: ଅନୁଗୋଳ ଜିଲା ଏନଏଚ ୫୫ ଜରପଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଯବାନଙ୍କୁ ନେଇ ଯାଉଥିବା ଭ୍ୟାନ୍‌ ଟ୍ରକ୍‌କୁ ପଛରୁ ଧକ୍କା ଦେଇଛି। ଦୁର୍ଘଟଣାରେ ୧୩ ଯବାନ ଆହତ ହୋଇଛନ୍ତି। OSAP ସେକେଣ୍ଡ ବାଟାଲିଅନ ଯବାନଙ୍କୁ ଭ୍ୟାନଟି ନେଇ ଯାଉଥିଲା। ଝାରସୁଗୁଡ଼ାରୁ ଭୁବନେଶ୍ବର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଆହତ ୧୩ ଜଣଙ୍କ ମଧ୍ୟରୁ ୭ ଗୁରୁତର ଥିବା ଜଣାପଡିଛି। ୨ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

ମନ୍ଦିର ପ୍ରତିଷ୍ଠା, ନାମଯଜ୍ଞ ପାଇଁ ପ୍ରସ୍ତୁତି : ଅଧିକରୁ ଅଧିକ ଜନସମାଗମ ଆଶଙ୍କା

ଗଞ୍ଜାମ,୨୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର କରପଡା ଗ୍ରାମରେ ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ମହା ଆଡମ୍ବରରେ ମା’ ବୁଢ଼ୀ ଠାକୁରାଣୀ ଏବଂ…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶାଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri